ଭୁବନେଶ୍ୱର, ୨୨।୩(ବ୍ୟୁରୋ):ଚଳିତବର୍ଷ ରାଜ୍ୟରେ ୧ କୋଟି ୭ ଲକ୍ଷ ହେକ୍ଟର ପରିମିତ ଅଞ୍ଚଳରେ ବନୀକରଣ କରାଯାଇଛି। ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ନଗର ଓ ପୌରାଞ୍ଚଳରେ ସ୍ବଚ୍ଛ…
ନୟାଗଡ଼ ଅଫିସ,୨୨ା୩: ନୟାଗଡ଼ ଜିଲା ଭାପୁର ବ୍ଲକରେ ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନ୍ଆର୍ଇଜିଏସ୍)ରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ଏହି ବ୍ଲକ୍ ଅଧୀନ…
ଭୁବନେଶ୍ୱର, ୨୨।୩(ବ୍ୟୁରୋ):‘ମୋ ସ୍କୁଲ୍’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଭିଯାନକୁ ଭିଡିଓ କନଫରେନ୍ସରେ…
ରାଉରକେଲା ଅଫିସ୍୍/ସୁନ୍ଦରଗଡ,୨୨।୩ (ଡି.ଏନ୍.ଏ):ରାଉରକେଲାରେ ଆର୍ଏସ୍ପିର ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ ମେଡିକାଲ କଲେଜକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଜାତି ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଉଦ୍ବୋଧନ ଦେବାବେଳେ…
ସୋର,୨୧ା୩: ସୋର ମ୍ୟୁନିସିପାଲିଟି ଅଧୀନ କାଜିମହଲା ବସ୍ତିରେ ମଶାଧୂପରୁ ଅଗ୍ନିକାଣ୍ଡ ଘଟିଛି। ବସ୍ତିର ସେକ୍ ଅମାନୁଲ୍ଲା(ମୁନା) ଶନିବାର ରାତିରେ ମଶାଧୂପ ଲଗାଇ ଶୋଇଥିଲେ। ସକାଳ ହୋଇଯିବାରୁ ସେ…
ମାଲକାନଗିରି,୨୧।୩: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷଙ୍କ ମଧ୍ୟରେ ଗୁଡ଼ରା ଜଙ୍ଗଲରେ ଗୁଳି ବିନିମୟ ଘଟିଛି।…
ବ୍ରହ୍ମପୁର ଅଫିସ୍,୨୧ା୩: ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାକୁ ନେଇ ନାନା ଦ୍ୱନ୍ଦ୍ୱ ଦେଖାଦେଇଥିବା ବେଳେ ରବିବାର ସ୍ଥାନୀୟ ଲୋକ ପ୍ରତିନିଧି, ପ୍ରଶାସନ ଓ ଯାତ୍ରା…
ଭୁବନେଶ୍ୱର,୨୧।୩ : ରାଜ୍ୟରେ ରବିବାର ୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୨୪ରେ ପହଞ୍ଚିଛି।…
ମାଲକାନଗିରି, ୨୧ା୩ : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଯବାନଙ୍କୁ ହତ୍ୟା କରିଛନ୍ତି। ମାଓବାଦୀମାନେ ତାଙ୍କୁ ଅପହରଣ ପରେ ଗୁଳିକରି ହତ୍ୟା…
ସମ୍ବଲପୁର,୨୧।୩(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସର୍ଲାକାନୀ ଗାନ୍ଧୀପଡାର ଗଣେଶ ଓରାମ (୨୫)ଙ୍କ…