ପାରଳାଖେମୁଣ୍ଡି,୧୭।୭: ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲାକ୍ରମେ ଅଡ଼ବା ପୋଲିସ…
ବ୍ରହ୍ମପୁର ଅଫିସ,୧୭।୭: ଜଣେ ମା’ ଶିଶୁକନ୍ୟାଙ୍କୁ ଜନ୍ମ ଦେବା ପରେ ମେଡିକାଲରୁ ଫେରାର ହୋଇଯାଇଛନ୍ତି। ଏଭଳି ଘଟଣା ଶୁକ୍ରବାର ରାତିରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି। ନବଜାତ…
ବରଗଡ଼ ଅଫିସ୍,୧୭।୭: ସୋନପୁରରୁ ଛତିଶଗଡ଼ ଚାଲାଣ ହେଉଥିବା ବେଳେ ୨ଟି ଗଞ୍ଜେଇ ବୋଝେଇ କାର୍କୁ ବରଗଡ଼ ଜିଲା ସୋହେଲା ପୋଲିସ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ…
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍ଲାଇନ୍ ଯୋଗେ ପାଠ ପଢ଼ାଯାଉଛି। ମାତ୍ର…
ରାଇକିଆ,୧୭ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମା’ ୯ ବର୍ଷର ଝିଅ ଏବଂ ୫ ବର୍ଷର ପୁଅକୁ କୂଅକୁ…
ଭୁବନେଶ୍ୱର,୧୭।୭(ବ୍ୟୁରୋ): ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଜଗନ୍ନାଥଙ୍କ ହାତରେ ଗଭୀର ଆଘାତ ଲାଗିଛି। ପ୍ରିୟଙ୍କାକୁ…
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ ଥିବା ଜେଲଗୁଡ଼ିକର ଆଧୁନିକୀକରଣ ହେବ। ଏନେଇ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ୨୦୨୧-୨୨ ଆର୍ଥିକ ବର୍ଷ ନିମନ୍ତେ ଜେଲ ବିଭାଗ ପକ୍ଷରୁ ଦିଆଯାଇଥିବା ବିଭିନ୍ନ…
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ତଦନୁଯାୟୀ ରାଜ୍ୟର ୩୩୮…
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ ୧୫ ବର୍ଷରେ ପଦାର୍ପଣ କରିଛି। ଭୁବନେଶ୍ୱରରେ ଜନ୍ମ ନେଇଥିବା ଏହି ପ୍ରତିଷ୍ଠାନ ପୂର୍ବ ଭାରତରେ ଏକ…
ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି।…