ରାଜ୍ୟ

ଆକ୍ରମଣ ଭୟ: ଦୌଡ଼ିବାବେଳେ ଯାଇଥିଲା ଜୀବନ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଦୁଇମାସ ପୂର୍ବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଯୁବକଙ୍କ ମୃତ୍ୟୁର କାରଣ ଏବେ ସ୍ପଷ୍ଟ ହୋଇଛି। କ୍ୟାପିଟାଲ୍‌ ଥାନା ପୋଲିସ ସିସିଟିଭି ଫୁଟେଜ ଆଧାରରେ…

5 years ago

ଆରବର୍ଷକୁ ଅପେକ୍ଷା

ଢେଙ୍କାନାଳ ଅଫିସ, ୮।୭: ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ମଝିରେ ମାତ୍ର ୪ ଦିନ। ଭକ୍ତଙ୍କୁ ଦର୍ଶନ ଦେବାକୁ ଭାଇ ବଳରାମ, ଭଉଣୀ ସୁଭଦ୍ରାଙ୍କୁ ନେଇ ବଡ଼ଦାଣ୍ଡକୁ ଓହ୍ଲାଇ…

5 years ago

ବରିଷ୍ଠଙ୍କ ଅଭିଯୋଗ ଶୁଣି ସମସ୍ୟା ସମାଧାନ ନିର୍ଦ୍ଦେଶ ଦେଲେ ବିଧାୟକ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଜୟଦେବ ବିହାର ଓ ସାଲିଆସାହି ବରିଷ୍ଠ ନାଗରିକଙ୍କ ଅଭିଯୋଗକୁ ଆଧାରକରି ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ବୁଧବାର ସ୍ଥାନୀୟ ଅଞ୍ଚଳ ଗସ୍ତ…

5 years ago

ଝଡ଼ାଫୁଙ୍କାରୁ ଝଡୁଛି ଜୀବନ

ଅନୁଗୋଳ ଅଫିସ, ୮ା୭:  ଗୁଣିଆ ନୁହେଁ, ଡାକ୍ତରଙ୍କୁ ଜଣା ସର୍ପ ବିଷ ଖସାଇବାର ବିଦ୍ୟା। ହେଲେ ସଚେତନତା ଅଭାବରୁ ଆଜି ବି ଅନେକ ଲୋକ ଝଡ଼ାଫୁଙ୍କା ଉପରେ…

5 years ago

ଘଟଣା ପଛର ରହସ୍ୟ ଖୋଜୁଛି ପୋଲିସ

ଭୁବନେଶ୍ୱର,୮।୭ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗି ରିିଙ୍କି ଓରଫ ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ମାମଲାରେ କମିଶନରେଟ ପୋଲିସର ତଦନ୍ତ ଜାରି ରହିଛି। ପ୍ରେମରେ ବିଫଳ ହେବା…

5 years ago

ସବାଇ ଘାସ: ବର୍ଷକୁ ୩୦୦ କୋଟି କାରବାର

ବାରିପଦା ଅଫିସ, ୮।୭-ମୟୂରଭଞ୍ଜ ଜିଲାରେ ବସବାସ କରୁଥିବା ଗରିବ ଆଦିବାସୀ ପରିବାର ଲୋକେ ସବାଇ ଘାସରୁ ନିଜର ଗୁଜୁରାଣ ମେଣ୍ଟାଉଛନ୍ତି। ସବାଇଘାସରୁ ପ୍ରସ୍ତୁତ ଉନ୍ନତ ମାନର ହସ୍ତତନ୍ତ…

5 years ago

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ

ବଲାଙ୍ଗୀର ଅଫିସ,୮ା୭: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ…

5 years ago

୨ ହୋମଗାର୍ଡ ବହିଷ୍କୃତ, ଜଣେ ଓଏପିଏଫ୍‌ ନିଲମ୍ବିତ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ଜଣେ ନାବାଳକ ଚା’ ଦୋକାନୀଙ୍କୁ ପୋଲିସର ଗୋଇଠା ମାଡ଼ ଓ ଜିନିଷପତ୍ର ଲୁଟିନେବା ଘଟଣାରେ ଡିସିପି ଉମାଶଙ୍କର ଦାଶ ପିସିଆର୍‌ରେ ଥିବା ସମ୍ପୃକ୍ତ ୪…

5 years ago

୭ବର୍ଷର କନ୍ୟାକୁ ନିର୍ଯାତନା

ଭୁବନେଶ୍ୱର,(ବ୍ୟୁରୋ)/ ପିପିଲି,(ସ୍ବ.ପ୍ର.) ୮।୭: ମାତ୍ର ୭ବର୍ଷର ଶିଶୁଟିଏ। କିଏ ପର କିଏ ଆପଣାର ଜାଣେନାହିଁ। ହେଲେ ତା’ ପ୍ରତି ବାପା ଓ ସାବତ ମା’ ପାତରଅନ୍ତର ମନୋଭାବ…

5 years ago

ଭାଜପା ନେତ୍ରୀଙ୍କୁ ଅପମାନିତ କରୁଛି ବିଜେଡି: ଭାଜପା

ଭୁବନେଶ୍ୱର, ୮।୭(ବ୍ୟୁରୋ): ବିଜେଡି ଶାସନରେ ରାଜ୍ୟର ମହିଳାମାନେ ଆଦୌ ସୁରକ୍ଷିତ ନୁହନ୍ତି। ସୋସିଆଲ ମିଡିଆର ଅପବ୍ୟବହାର କରି ବର୍ତ୍ତମାନ ନୂତନ କୌଶଳ ଆପଣାଇ ନାରୀମାନଙ୍କୁ ଅସମ୍ମାନ କରାଯାଉଛି।…

5 years ago