ଯୋଡ଼ା,୬।୩: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଯୋଡ଼ା ଫରେଷ୍ଟ ସେକ୍ସନର ବୈତରଣୀ ସଂରକ୍ଷିତ ଝରଣ ଜଙ୍ଗଲରେ ନିଆଁ ଲାଗି ବନାଞ୍ଚଳ ନଷ୍ଟ ହୋଇଯାଇଛି। ଯୋଡ଼ା ସହରର…
ନାକଟିଦେଉଳ, ୬ା୩: ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ସେକ୍ସନର ବସାଲୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍…
ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ,…
ବାରିପଦା ଅଫିସ,୬।୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହୋଇଥିବା ବେଳେ ଦିନକୁ ଦିନ ଏହା ବ୍ୟାପିବାରେ ଲାଗିଛି। ନାସା ପକ୍ଷରୁ ପ୍ରଦତ୍ତ ରିପୋର୍ଟ ଅନୁଯାୟୀ, ଶିମିଳିପାଳ…
କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍ଏଫ୍ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ ନାମ…
ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୨ ଲୋକାଲ କେସ…
ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍ଷ୍ଟାଣ୍ଡରୁ…
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ଶନିବାର ୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍…
ଭୁବନେଶ୍ୱର, ୬।୩(ବ୍ୟୁରୋ): ଦିନ ଦ୍ୱିପ୍ରହରରେ ରାଜଧାନୀ ରାଜରାସ୍ତାରେ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସିଆର୍ପିଏଫ୍ ଛକରେ ଘଟିଛି ଏହି ହତ୍ୟାକାଣ୍ଡ। ଖବର ପାଇ…
ବସ୍ତା, ୬। ୩(ଡି.ଏନ୍.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦…