ଭୁବନେଶ୍ୱର, ୧।୩(ବ୍ୟୁରୋ): କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ଉପରମୁହାଁ ରହିଥିବାବେଳେ ଖରା ତାତି ଅସମ୍ଭାଳ ହୋଇଛି। ୩ଦିନ ଧରି ଭୁବନେଶ୍ୱର ରାଜ୍ୟର…
ଭୁବନେଶ୍ୱର,୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ୍ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି। ସୋମବାରଠାରୁ ପରିବର୍ତ୍ତିତ ସମୟ ଅନୁସାରେ ସ୍କୁଲ ଖୋଲିବା ସହ ପାଠପଢ଼ା ଚାଲିବ।…
ଭୁବନେଶ୍ୱର, ୧।୩(ବ୍ୟୁରୋ): ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବୟସ୍କ ଲୋକ ଟିକା ନେବେ। ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର…
ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ…
ବ୍ରହ୍ମପୁର ଅଫିସ,୧ା୩: ଜନୈକା ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଇ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ଶିବରାମ ଜେନା (୨୯) । ପୋଲିସ ତାଙ୍କ ନିକଟରୁ…
ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍…
ଭୁବନେଶ୍ୱର,୨୮।୨ : ଓଡ଼ିଶାରୁ ରବିବାର ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୭, ବଲାଙ୍ଗୀର ୫, ବରଗଡ଼ ଓ ଦେଓଗଡ଼ରୁ ୪, କଟକ,…
ବରଗଡ଼ ଅଫିସ୍,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ…
ଉମରକୋଟ,୨୮।୨: ଉମରକୋଟ ପୋଲିସ ଗଞ୍ଜେଇ ରଖିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଚାନ୍ଦିୟାବେଡା ଗ୍ରାମର ରବି ନାରାୟଣ ସମରଥ ତାଙ୍କ ଭାଇ ରମାକାନ୍ତ…
ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ…