ରାଜ୍ୟ

ଏସ୍‌ଆଇଙ୍କୁ ମହଙ୍ଗା ପଡିଲା ଥାର୍ଡ଼ ଡିଗ୍ରୀ

ରାଉରକେଲା ଅଫିସ,୧୭।୨: ଥାନା ଭିତରେ ଜଣେ ନାବାଳକଙ୍କୁ ଥାର୍ଡ଼ ଡିଗ୍ରୀ ଦେବା ଘଟଣା ସୁନ୍ଦରଗଡ଼ ଜିଲା ରାଉରକେଲା ଉଦିତନଗର ପୋଲିସ ଏସ୍‌ଆଇ ମାନସ ରଞ୍ଜନ ନାୟକଙ୍କୁ ମହଙ୍ଗା…

5 years ago

ବରଯାତ୍ରୀଙ୍କ ଖୁସି ଛଡାଇନେଲା…

ବିଜେପୁର, ୧୭।୨: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସରଣ୍ଡାପାଲି ନିକଟ ରାଞ୍ଜ ନଦୀ ବ୍ରିଜ୍‌ ତଳକୁ ଏକ ବରଯାତ୍ରୀ ଅଟୋ ଖସିପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ…

5 years ago

ଓଡ଼ିଶାରୁ ବାଇକ୍‌ ଉଠାଇ ପଶ୍ଚିମବଙ୍ଗରେ ବିକୁଥିବା ଗ୍ୟାଙ୍ଗକୁ ଧରିଲା ପୋଲିସ

ଭଦ୍ରକ ଅଫିସ, ୧୭।୨: ଭଦ୍ରକ ଟାଉନ ପୋଲିସ ଏକ ବାଇକ୍‌ ଚୋର ଗ୍ୟାଙ୍ଗକୁ କାବୁ କରିଛି। ବୁଧବାର ଗ୍ୟାଙ୍ଗର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…

5 years ago

ଅଗଣାରେ ଛିଡ଼ା ହୋଇଥିଲା ମୃତ୍ୟୁ

କେନ୍ଦୁଝର/ତେଲକୋଇ୧୭।୨: କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ଜଗମୋହନପୁର ଗ୍ରାମରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜାନକୀ ପ୍ରଧାନ।…

5 years ago

ମଦଭାଟିରେ ଚାଲିଥିଲା ବ୍ରାଉନ୍‌ସୁଗାର ବେପାର: ମହିଳାଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ମଞ୍ଚେଶ୍ୱର ପଳାଶୁଣିରେ ଥିବା ମଦଭାଟିରେ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଠାରୁ ୧୮୫ ଗ୍ରାମ ବ୍ରାଉନ୍‌ସୁଗାର ସହ ୧୧ହଜାର ଟଙ୍କା ଜବତ ହୋଇଛି।…

5 years ago

ରଥକାଠ ପୂଜାର୍ଚ୍ଚନା

ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼…

5 years ago

କୋଟିଆକୁ ନେଇ ଥମୁନି କାଦୁଅ ଫିଙ୍ଗା

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): କୋରାପୁଟର କୋଟିଆ ସମେତ ଓଡ଼ିଶାର କେତେକ ସୀମାନ୍ତ ଜିଲାରେ ଆନ୍ଧ୍ର ସରକାର ନିର୍ବାଚନ କରାଇବା ପ୍ରସଙ୍ଗରେ ଆରୋପ ପ୍ରତ୍ୟାରୋପ ଥମିବାର ନଁା ଧରୁନି। ଏହି…

5 years ago

ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ

ଗୁଣପୁର,୧୭ା୨(ଡି.ଏନ୍‌.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ…

5 years ago

୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା

ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍‌ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର ଆଶଙ୍କା…

5 years ago

ଆଜି ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ…

5 years ago