କଟକ ଅଫିସ, ୧୩।୧୨: ରାଜ୍ୟରେ ବିଜୁ ସ୍ବାସ୍ଥ୍ୟସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର କାର୍ଯ୍ୟକ୍ରମ ଜାରି ରହିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଞ୍ଜାମ ଜିଲାରେ ଏହି…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ବାହାର ରାଜ୍ୟରୁ ଚୋରି, ଭୁବନେଶ୍ୱରରେ ବିକ୍ରି। ସକ୍ରିୟ ରହିଥିବା ଏକ ଆନ୍ତଃରାଜ୍ୟ କାର୍ ଚୋରି ର଼୍ୟାକେଟକୁ ଧରିଛି କମିଶନରେଟ୍ ପୋଲିସ। ରବିବାର ଶହୀଦନଗର ଥାନା ପୋଲିସ…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୩୬ କୁ ବୃଦ୍ଧି ପାଇଛି।…
ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍ସିଏସ୍) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍ସିସି)ର କ୍ୟାଡେଟ୍ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର…
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ…
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ…
ମାହାଙ୍ଗା,୧୩ା୧୨(ସ୍ବ.ପ୍ର.): ମାହାଙ୍ଗା ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଭାମଞ୍ଚ ଉପରକୁ ରବିବାର ରାତିରେ ଚପଲ ମାଡ଼ ହୋଇଛି। ଚପଲମାଡ଼ କରିଥିବା ଯୁବକ ବିଜେଡି କର୍ମୀଙ୍କ…
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ି ମଧ୍ୟରେ ବେରୋଜଗାରୀ ସମସ୍ୟା ଗୁରୁତର ଭାବେ ବୃଦ୍ଧି ପାଇଥିବା ଦେଖାଯାଇଛି। ନିକଟରେ ପ୍ରକାଶିତ ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍ଆଇଇ)ର…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାର ପ୍ରତିବାଦ ତଥା ନ୍ୟାୟ ପ୍ରଦାନ ଦାବିରେ ଶୁକ୍ରବାର ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମକୁ ପୋଲିସ ଦମନ କରିଥିଲା। ଏହି…
ପାରଳାଖେମୁଣ୍ଡି,୧୨ା୧୨(ଡି.ଏନ୍.ଏ.): ଗଜପତି ଜିଲାର ପୂର୍ବତନ ଜିଲା କ୍ରୀଡ଼ା ଅଧିକାରୀ ପ୍ରଭାକର ତ୍ରିପାଠୀଙ୍କ ସମେତ ଅନ୍ୟ ୩ ଜଣ ଭଲିବଲ କୋଚ୍ଙ୍କୁ ବାଧ୍ୟତାମୂଳକ ଅବସର ମିଳିଛି। ନିଜ ପ୍ରାପ୍ୟ…