ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ ଦେଇଥିଲେ।…
କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି।…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ…
ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବି ଚାଲିପାରୁନି ଗୃହ କାର୍ଯ୍ୟ। ତେବେ ପୁଣି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ଟା…
ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଫେରାର ଥିବା ଆଉ ଦୁଇ ଅଭିଯୁକ୍ତଙ୍କୁ କ୍ରାଇବ୍ରାଞ୍ଚ ୱାଣ୍ଟେଡ୍ ଘୋଷଣା କରିଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଫ୍)ର…
ଭୁବନେଶ୍ବର,୩।୧୨(ବ୍ୟୁରୋ): ଆଜି ବି ଆରମ୍ଭ ହେଉ ହେଉ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ…
ଭୁବନେଶ୍ୱର,୩।୧୨(ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ୪ ଓ ୫ ଦିନ ଶିମିଳିପାଳ ବନ୍ଦ ରହିବ। ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ଏହି ସୂଚନା ଦେଇଛନ୍ତି। ତେବେ ସମ୍ଭାବ୍ୟ…
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା…