ରାଜ୍ୟ

ନିଲମ୍ବିତ ହେଲେ ଲୋକସମ୍ପର୍କ ଅଧିକାରୀ

ଭୁବନେଶ୍ୱର,୩୧ା୧୦: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ନିର୍ବାଚନ କମିଶନ ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନୂଆପଡ଼ା ଉପନିର୍ବାଚନରେ ଆଚରଣ ବିଧି…

5 months ago

ରବିବାରଠାରୁ ରାଜ୍ୟରେ ପଡ଼ିବ ପହିଲି ଶୀତ: ଏସବୁ ଜିଲାରେ ଖସିବ ତାପମାତ୍ରା

ଭୁବନେଶ୍ୱର,୩୧।୧୦: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ…

5 months ago

ସାରା ଦେଶରେ ପୋଲିସ ପାଇଁ ସମାନ ପୋଷାକ

ଭୁବନେଶ୍ୱର,୩୧ା୧୦(ରବିନାରାୟଣ ଜେନା): ସାରା ଦେଶରେ ପୋଲିସ ସେବାରେ କାର୍ଯ୍ୟରତ କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଡିଏସ୍‌ପିଙ୍କ ପର୍ଯ୍ୟନ୍ତ ଗୋଟିଏ ପ୍ରକାର ପୋଷାକ ପିନ୍ଧିବେ। କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

5 months ago

ଦାଦନ: ସମସ୍ୟା ନୁହେଁ, ଦୁଃଖ

ନୂଆପଡ଼ା,୩୧ା୧୦(ପୀତାମ୍ବର ସାହୁ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ଘୋଷଣା ପରଠାରୁ ଯଦିଓ ବିଭିନ୍ନ ଦଳର ନେତାମାନେ ବଡ଼ ଗାଡ଼ି ଧରି ଏଠାକାର ମୁଖ୍ୟ ରାସ୍ତାରେ ବାରମ୍ବାର ଏପାଖସେପାଖ ହୋଇ…

5 months ago

ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ

ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ…

5 months ago

କନ୍ୟାକୁମାରୀରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ମଣିପୁର ଗ୍ରାମ ଡୁମାଖାଳି ହରିଜନ ସାହିର ଦାଦନ ଶ୍ରମିକ ଅଜୟ ନାୟକ(୨୦)ଙ୍କ ତାମିଲନାଡୁର କନ୍ୟାକୁମାରୀରେ…

5 months ago

ଅଶ୍ୱିନ୍‌ ବୈଷ୍ଣବଙ୍କ ବଡ଼ ଘୋଷଣା: ଓଡିଶାରେ ହେବ….

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୧୦: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନ୍‌ ବୈଷ୍ଣବ ଗୁରୁବାର ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ୯୨ଟି ରେଳ ଓଭର ବ୍ରିଜ ହେବ। ସମ୍ପୂର୍ଣ୍ଣ ଖର୍ଚ୍ଚ…

5 months ago

ଜମି କିଣାବିକାକୁ ନେଇ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୩୦।୧୦: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଏକ ବଡ଼ ସୂଚନା ଦେଇଛନ୍ତି। ଏଣିକି ତହସିଲ ଅଫିସରେ ଜମି କିଣାବିକା ହୋଇପାରିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି।…

5 months ago

ନୂଆପଡ଼ା ଉପନିର୍ବାଚନ: ଆରମ୍ଭ ହେଲା ହୋମ୍‌ ଭୋଟିଂ

ନୂଆପଡ଼ା,୩୦ା୧୦(ପୀତାମ୍ବର ସାହୁ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାରଠାରୁ ହୋମ୍‌ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ୧୫ଟି ପୋଲିଂ ଦଳ ନିଯୁକ୍ତ ହୋଇଛନ୍ତି। ପ୍ରତି ଦଳରେ…

5 months ago

ପିନ୍‌କଣ୍ଟା ଗିଳି ଛାତ୍ରଙ୍କ ଜୀବନ ଗଲା, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରି ବାପା କହିଲେ…

ଦାରିଙ୍ଗବାଡ଼ି,୩୦ା୧୦(ଅରୁଣ ସାହୁ): କନ୍ଧମାଳ ଜିଲାରେ ବହୁ ଚର୍ଚ୍ଚିତ ପିନ ଗିଳି ସପ୍ତମଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପରିବାର ପକ୍ଷରୁ ଦାରିଙ୍ଗବାଡ଼ି ଥାନାରେ ଗୁରୁବାର ଅପରାହ୍ନରେ ଲିଖିତ ଅଭିଯୋଗ…

5 months ago