ନୂଆଦିଲ୍ଲୀ,୧।୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍ଆଇସି)ର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି। ସିଦ୍ଧାର୍ଥଙ୍କ ନିଯୁକ୍ତି ନେଇ ଭାରତ…
ସମ୍ବଲପୁର,୧ା୨(ବ୍ୟୁରୋ): ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅବକାରୀ ବିଭାଗରେ କାର୍ଯ୍ୟରତ ଏସ୍ଆଇ ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଅଧିକାରୀମାନେ…
ଭୁବନେଶ୍ୱର,୧ା୨(ବ୍ୟୁରୋ): ୧୯୮୮ ବ୍ୟାଚ ଆଇପିଏସ୍ ଅଫିସର ସତ୍ୟଜିତ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ…
ବାରିପଦା ଅଫିସ/ଠାକୁରମୁଣ୍ଡା(ଡି.ଏନ୍.ଏ.),୧।୨- ଦରମା ବିଲ୍ କରାଇ ଦେବାକୁ କହି ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଶିକ୍ଷା…
ବିଷମକଟକ, ୧।୨: ପାରିବାରିକ କଳହରୁ ଅତିଷ୍ଠ ହୋଇ ଜଣେ ନାବାଳକ ଟାଙ୍ଗିଆରେ ବାପାଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ରାୟଗଡ଼ା ଜିଲା ବିଷମକଟକ ଥାନା…
ଦିଗପହଣ୍ଡି/କୁକୁଡ଼ାଖଣ୍ଡ/କବିସୂର୍ଯ୍ୟନଗର,୧ା୨: ଗଞ୍ଜାମ ଜିଲାରେ ପୁଣି ୨ଟି ହତ୍ୟାକାଣ୍ଡ ଘଟିଛି। ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ରବିବାର ରାତିରେ ବାକି ଟଙ୍କା ମାଗିବାରୁ ଜଣେ ପାନ ଦୋକାନୀଙ୍କୁ…
ଚେନ୍ନାଇ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ଆସିବା ପରେ ଏହା ପ୍ରଥମ…
ଭୁବନେଶ୍ୱର,୧।୨(ବ୍ୟୁରୋ): ଫେବୃୟାରୀ ୮ରୁ ନବମ ଏବଂ ଏକାଦଶ ଶ୍ରେଣୀର ପାଠ ପଢ଼ା ଆରମ୍ଭ ହେବ। ସୋମବାର ଏନେଇ ସରକାର ଘୋଷଣା କରିଛନ୍ତି। ଫେବୃୟାରୀ ୮ରୁ ଏପ୍ରିଲ ୩୦…
କାଲିମେଳା/ଏମ୍ଭି-୭୯,୧ା୨: ମାଲକାନଗିରି ଜିଲା କାଲିମେଳା ବ୍ଲକ ଏମ୍ଭି-୭୯ ଥାନା ଅନ୍ତର୍ଗତ ଏମ୍ଭି-୭୨ ଗ୍ରାମର ବିମଲ ମିସ୍ତ୍ରି ତାଙ୍କର ସ୍ତ୍ରୀ ଦୁଲାଲଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପୋଲିସ…
ଭୁବନେଶ୍ୱର, ୧।୨(ବ୍ୟୁରୋ): ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ଏହି ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବ। ଏଥିସହିତ ଫେବୃଆରୀ ୨୨ ତାରିଖରେ…