ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି।…
ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ…
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ କିସ୍ତି…
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଓ ରାଜ୍ୟର ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାର ସୁରକ୍ଷା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ…
ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପ୍ରସ୍ତାବିତ ଉପକୂଳ ରାଜପଥ(କୋଷ୍ଟାଲ୍ ହାଇଓ୍ବେ) ପ୍ରକଳ୍ପର ନକ୍ସା ପରିବର୍ତ୍ତନ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ ମୁଖ୍ୟ ପ୍ରବନ୍ଧକ ରାମ ପ୍ରସାଦ ପଣ୍ଡା କେନ୍ଦ୍ର…
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ବୁଧବାର ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟରୁ ଜାମିନ ମିଳିଛି। ଗିରଫ ହେବାର ୬୦ ଦିନ ମଧ୍ୟରେ…
ବଇଣ୍ଡା,୨୮ା୧(ପରିକ୍ଷିତ ସାହୁ): କ୍ରୀଡ଼ାର ବିକାଶ ପାଇଁ ଯୋଜନା ପରେ ଯୋଜନା ହେଉଛି। କଳିଙ୍ଗ ଷ୍ଟାଡିୟମର ଆଧୁନିକୀକରଣ ଠାରୁ ଆରମ୍ଭ କରି ଜିଲା ଓ ବ୍ଲକସ୍ତରରେ ମିନି ଷ୍ଟାଡିୟମମାନ ନିର୍ମାଣ…
ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି।…
ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ ସମ୍ମାନ’…