ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଜୁ ସେତୁ ଯୋଜନାରେ ବଲାଙ୍ଗୀର ଜିଲା ସୁକତେଲ ନଦୀ ଉପରେ ନିର୍ମାଣାଧୀନ ପୋଲର ୪ ନମ୍ବର ସ୍ପାନ ଭୁଶୁଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ…
ବାରିପଦା ଅଫିସ,୧୩।୧୧: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଦୌରା ଜଜ୍(୧)କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ଚୌଧୁରୀ ପ୍ରବୀର କୁମାର…
ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମିରିଗିଖୋଜି ଗ୍ରାମରେ ବାପାଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି।…
ଖୁଣ୍ଟା,୧୨।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ଏକ ହାଇସ୍କୁଲରେ ଅଧ୍ୟୟନରତ ୨ଛାତ୍ର କୋରନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଉକ୍ତ ହାଇସ୍କୁଲ ପରିସର ଛାତ୍ରାବାସରେ ରହି ୮ମ ଶ୍ରେଣୀରେ…
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍ ଲାଇନ୍ ଆନ୍ଧ୍ର…
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ ନିଯୁକ୍ତି…
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ନିଜକୁ ଗୃହ ବିଭାଗର ଜଣେ ବଡ ଅଧିକାରୀ ବୋଲି ପରିଚୟ ଦେଇଥିଲେ। ନେତା, ମନ୍ତ୍ରୀଙ୍କ ସହ ସମ୍ପର୍କ ଅଛି। ଟଙ୍କା ଦେଲେ ପୋଲିସରେ ଚାକିରି କରାଇଦେବି।…
ଅମରପାଲି,୧୨ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ କୁମରକେଲି ଅଞ୍ଚଳର ଜଣେ ୧୯…
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): କୋଭିଡ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଏଯାବତ ରାଜ୍ୟରେ ୪ କୋଟି କୋଭିଡ ଟିକା ଦିଆଯାଇଛି। ଏନେଇ ରାଜ୍ୟ ସୱାସ୍ଥ୍ୟ…
ଚିକିଟି,୧୨।୧୧(ଡି.ଏନ.ଏ.): କେ.ନୂଆଗାଁ ଥାନା ସୁନ୍ଦରଡ଼ା ଗ୍ରାମ ସ୍ଥିତ ସୁନ୍ଦେରଶ୍ୱର ମନ୍ଦିରରୁ ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଶୁକ୍ରବାର ସକାଳେ ମନ୍ଦିର ପୂଜାରୀ…