ଭୁବନେଶ୍ୱର,୨୮।୭: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇଛି। ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଅତିକ୍ରମ…
ଭୁବନେଶ୍ୱର,୨୮।୭: ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର ଘୋଷଣା…
ସାକ୍ଷୀଗୋପାଳ,୨୮।୭(ଡି.ଏନ୍.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ…
କଟକ ଅଫିସ,୨୮ା୭: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦର ସମାଧାନ ହୋଇପାରୁନି। ତାରିଖ ପରେ ତାରିଖ…
ରାଜନୀତିରେ ପ୍ରଥମ ପଦାର୍ପଣରେ ବ୍ୟବସାୟରୁ ଆସିଥିବା ସୁଶାନ୍ତ ରାଉତ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀରୁ ବିଧାୟକଭାବେ ନିର୍ବାଚିତ ହୋଇଛନ୍ତି। ସେ ବର୍ତ୍ତମାନ ବିଜେଡିର ଭୁବନେଶ୍ୱର ଜିଲା ସଭାପତି, ରାଜ୍ୟ…
ଭୁବନେଶ୍ୱର,୨୮ା୭(ବ୍ୟୁରୋ):ରାଜ୍ୟକୁ ମିଳୁନି ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ବକେୟା। କେନ୍ଦ୍ରର ଏନ୍ଡିଏ ସରକାର ୨୦୧୭ ଜୁଲାଇ ପହିଲାରୁ ସମସ୍ତ ଟିକସ ଉଚ୍ଛେଦ କରି ସମଗ୍ର ଦେଶରେ…
ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ଓଡ଼ିଶାରେ ବନାଗ୍ନି ବିପର୍ଯ୍ୟୟ ବଢୁଛି। ୨୦୨୦ ନଭେମ୍ବରରୁ ୨୦୨୧ ଜୁନ୍ (୭ମାସ) ମଧ୍ୟରେ ରାଜ୍ୟରେ ସର୍ବାଧିକ ଜଙ୍ଗଲ ପୋଡ଼ି ଦୃଷ୍ଟିଗୋଚର ହୋଇଛି। ଏହି ସମୟ ମଧ୍ୟରେ…
ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ତଳକୁ ରହିଛି। ହେଲେ ଆଶାଜନକ ଭାବେ ସଂକ୍ରମଣ ସଂଖ୍ୟା କମି ନାହିଁ। କିଛି ଜିଲାରେ ସ୍ଥିତି…
ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୭୦୩ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର…
ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ…