ରାଜ୍ୟ

ସ୍ନାୟୁ ରୋଗରେ ଆକ୍ରାନ୍ତ ଶିଶୁ: ଚିକିତ୍ସାରେ ଅର୍ଥ ବାଧକ

ଜହ୍ନାପଙ୍କ,୩୦।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଜଗତି ଗାଁର ଦେଢବର୍ଷର ଶିଶୁ ନିହାରିକା ବେହେରା ସ୍ନାୟୁ ରୋଗରେ ଆକ୍ରାନ୍ତ। ବର୍ତ୍ତମାନ ତାଙ୍କର ଅଧିକ ଚିକିତ୍ସାର ଆବଶ୍ୟକ ରହିଛି।…

5 years ago

ପରୀ ହତ୍ୟା ମାମଲା: ହାଇକୋର୍ଟରେ ଆଉ ଏକ ମିସ୍‌ କେସ୍‌

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ହାଇକୋର୍ଟରେ ଆଉ ଏକ ମିସ୍‌ କେସ୍‌ ଦାୟର ହୋଇଛି। ପରୀ ହତ୍ୟା ଘଟଣାରେ ପରିବାର ପକ୍ଷରୁ…

5 years ago

ସନ୍ତାନ ନ ହେବାରୁ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା

କପ୍ତିପଦା,୩୦।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ କଳମଗଡ଼ିଆ ପଞ୍ଚାୟତ ଶାରିସୁଆ ଗ୍ରାମରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା…

5 years ago

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ପାରାଦୀପ ବନ୍ଦରରେ ନିର୍ମାଣ ହେବ ଓ୍ବେଷ୍ଟର୍ଣ୍ଣ ଡକ୍‌।…

5 years ago

୬ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ୬ ଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଏବଂ ଅପାରଗତା ପାଇଁ ଏଭଳି ନିଷ୍ପତ୍ତି…

5 years ago

୭୫ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏବଂ ସବ-ଅର୍ଡିନେଟ ଅଫିସ ଚାଲିବା ସମ୍ପର୍କରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଭୁବନେଶ୍ୱର ଓ…

5 years ago

ପୋଲିସ ଏଏସଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ଜଗତସିଂହପୁର ଅଫିସ୍‌,୩୦।୧୨: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଜିଲା ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ପୋଲିସ ଏଏସଆଇ ରବୀନ୍ଦ୍ର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି।…

5 years ago

ରାଜ୍ୟରେ ୩୦୫ କରୋନା ପଜିଟିଭ୍‌ ଚିହ୍ନଟ: ୩ ମୃତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ…

5 years ago

ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶୋକ…

5 years ago

ଓ୍ବେସ୍କୋ ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ସୁନା ବିସ୍କୁଟ ଜବତ

ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଓ୍ବେସ୍କୋ ସୁପରିଟେଣ୍ଡେଣ୍ଟ ଅଫିସର ଆକାଉଣ୍ଟାଣ୍ଟ ବିଭୂତିଶଙ୍କର ବିନ୍ଧାଣୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ମାମଲାରେ ବଲାଙ୍ଗୀର ସର୍କିଟ…

5 years ago