ରାଜ୍ୟ

ଗଛ ତଳେ କ୍ୱାରେଣ୍ଟିନ୍‌ ଥିଲେ କରୋନା ଆକ୍ରାନ୍ତ

କୋକସରା, ୨।୫: କଳାହାଣ୍ଡି ଜିଲା କୋକସରା ବ୍ଲକ ଛିଲିପାମାଲ ଗ୍ରାମର ଜଣେ ଯୁବକ କରୋନା ଆକ୍ରାନ୍ତ ହେବା ପରେ ସଂଘରୋଧରେ ରହିବା ପାଇଁ ଘରେ କୌଣସି ସୁବିଧା…

5 years ago

ଖବରଦାତାଙ୍କୁ କୋଭିଡ୍‌ ସମ୍ମୁଖ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜୀବନକୁ ବାଜି ଲଗାଇ ଖବର ପହଞ୍ଚାଉଥିବାରୁ କଲେ ପ୍ରଶଂସା

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଜୀବନ ହାରିଲେଣି ଅନେକ ସାମ୍ବାଦିକ। ତଥାପି ଜୀବନକୁ ବାଜି ଲଗାଇ ସେମାନେ ଖବର ପରିବେଷଣ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଖବରଦାତାଙ୍କୁ…

5 years ago

ଚିନ୍ତା ବଢ଼ାଉଛି ସୀମାନ୍ତବର୍ତ୍ତୀ ୩ ଜିଲା: ସ୍ଥିତି ସମୀକ୍ଷା ପାଇଁ ଗସ୍ତରେ ପୋଲିସ ଡିଜି

ଭୁବନେଶ୍ୱର,୨।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତ ଜିଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି। ଏ ନେଇ ପୋଲିସ ଡିଜି…

5 years ago

ଲକ୍‌ଡାଉନ୍‌ ସମୟରେ ନିର୍ବାଚନ କାର୍ଯ୍ୟକୁ ଅନୁମତି

ଭୁବନେଶ୍ୱର,୨।୫(ବ୍ୟୁରୋ): ଆସନ୍ତା ୫ ତାରିଖରୁ ରାଜ୍ୟରେ ଲାଗୁ ହେବାକୁ ଥିବା ଲକ୍‌ଡାଉନ୍‌ ସମୟରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକୁ ଅନୁମତି ମିଳିବ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ…

5 years ago

୧୪ ଦିନ ଯାଏ ଲକ୍‌ଡାଉନ୍‌: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୨।୫(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ଯୋଗୁ ଏହାକୁ ନିୟନ୍ତ୍ରଣକୁ ଆଣିବା ନିହାତି ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ମେ’ ୫ରୁ ୧୯…

5 years ago

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମେ’ ୫ରୁ ଲକ୍‌ଡାଉନ୍‌

ଭୁବନେଶ୍ୱର,୨।୫(ବ୍ୟୁରୋ): ଶେଷ ଅସ୍ତ୍ର ପ୍ରୟୋଗ କଲେ ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧି ଉପରେ ରୋକ ଲଗାଇବା ପାଇଁ ରବିବାର ମେ’ ୫ରୁ ୧୯ ପର୍ଯ୍ୟନ୍ତ ୧୪…

5 years ago

ଆଜି ୧୪ ମୁଣ୍ଡ ନେଲା କରୋନା: ରାୟଗଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨।୫(ବ୍ୟୁରୋ): ଗୋଟିଏ ପଟେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଥିବା ନଜର ଆସୁଛି। ଏହି…

5 years ago

ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍‌ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍‌ରୁ…

5 years ago

ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ଚାଲିଗଲା ପଡ଼ୋଶୀର ଜୀବନ

ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଏକ ଅଘଟଣ ଘଟିଛି । ସହରର ମନ୍ଦାରବଗିଚାପଡ଼ାରେ ରାଜୁ ରଣା ନାମକ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ମାଡ…

5 years ago

କୋଭିଡ ହସ୍ପିଟାଲ ପାଇଖାନାରୁ ମିଳିଲା ରୋଗୀଙ୍କ ମୃତଦେହ

ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା କାମଠଣା କୋଭିଡ୍‌ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ହସ୍ପିଟାଲ ପାଇଖାନା ଭିତରେ ଜଣେ କୋଭିଡ୍‌ ଆକ୍ରାନ୍ତ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।…

5 years ago