ରାଜ୍ୟ

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି।…

5 years ago

ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର

ବାରିପଦା ଅଫିସ,୨୧ା୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିତ୍ବା ପାଇଁ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି।…

5 years ago

ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର

ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି।…

5 years ago

ମହାପ୍ରଭୁଙ୍କ କରୁଣାରୁ କରୋନା ସଙ୍କଟ ଦୂର ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଆଜି ପବିତ୍ର ରାମ ନବମୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ” ପବିତ୍ର ରାମ…

5 years ago

ଚିନ୍ତା ବଢ଼ାଇଲେଣି କୁମ୍ଭମେଳା ଫେରନ୍ତା

କଟକ ଅଫିସ,୨୧।୪: ରାଜ୍ୟରେ କୁମ୍ଭମେଳା ଫେରନ୍ତା ଚିନ୍ତା ବଢ଼ାଇ ଚାଲିଛନ୍ତି। ଆଜି କଟକରୁ ଆଉ ୧୩ କୁମ୍ଭମେଳା ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ସୂଚନା…

5 years ago

ଆଜିଠୁ ହୋଟେଲରେ ଖାଇବା ମନା

ଭୁବନେଶ୍ୱର,୨୧।୪(ବ୍ୟୁରୋ): ବୁଧବାରଠାରୁ ହୋଟେଲରେ ଖାଇବା ପାଇଁ ମନା କରିଛି ବିଏମ୍‌ସି। ଏଥର କେହି ଆଉ ରେଷ୍ଟୁରାଣ୍ଟରେ ବସି ଖାଇପାରିବେନି। କେବଳ ପାର୍ଶଲ ଆଣିବାର ବ୍ୟବସ୍ଥା ରହିଛି ବୋଲି…

5 years ago

ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ବୁଧବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ…

5 years ago

ଦଶମ ବୋର୍ଡ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ…

5 years ago

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ବୁଧୁବାର ରାଜ୍ୟରେ ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…

5 years ago

ରାଜଧାନୀରେ ସ୍ଥିତି ସଙ୍ଗିନ: ସିଲ୍‌ ହେଲା ୩ ଘରୋଇ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ ଥିବା ଅଦ୍ୱିତୀୟ ଏକାଡେମୀ, କଳିଙ୍ଗ ଏକାଡେମୀ ଏବଂ ଖାରବେଳ ନଗରସ୍ଥିତ ଭାରତୀୟ ବିଦ୍ୟାଭବନକୁ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

5 years ago