କଟକ ଅଫିସ,୨୪।୪: କରୋନାରେ ଆକ୍ରାନ୍ତ ହୋଇଥିବା ଗ୍ୟାଙ୍ଗଷ୍ଟର ସେଖ୍ ହାଇଦରଙ୍କୁ ଚୌଦ୍ୱାର ଜେଲରେ ଉପଯୁକ୍ତ ଚିକିତ୍ସା ମିଳୁନାହିଁ। ଅଧିକ ଚିକିତ୍ସା ଲାଗି ସେ ଶୁକ୍ରବାର ହାଇକୋର୍ଟଙ୍କ ଦ୍ୱାରସ୍ଥ…
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଳଦ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି।…
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ…
ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍ଇଟି) ସିବିକେ ମହାନ୍ତି ଆଶଙ୍କା…
ଜଳେଶ୍ୱର, ୨୪।୪(ଡି.ଏନ.ଏ.)-କରୋନା ଦ୍ୱିତୀୟ ଲହର କାୟା ବିସ୍ତାର କରିଚାଲିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା-ପଶ୍ଚିମବଙ୍ଗ ଉପାନ୍ତ ସିଲ୍ କରାଯାଇଥିଲେ ମଧ୍ୟ ଏବେବି ବହୁ ସ୍ଥାନରେ ଗଳାବାଟ ମୁକୁଳା…
ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ ପଜିଟିଭ୍…
ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା ଯେପରି…
ଭଞ୍ଜନଗର,୨୩।୪: ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ମୁଦୁଲିପଲ୍ଲୀ ଅଞ୍ଚଳରେ ଏକ ବାର୍ହା ଜନବସତି ଆଡକୁ ଚାଲିଆସିଥିଲା। ସେତିକିବେଳେ ଜମିକୁ କାମ କରିବାକୁ ଯାଇ ଘରକୁ ଫେରୁଥିଲେ ସୁବାସ…
ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଶେଷରେ କଂଗ୍ରେସ ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ। ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ଉପରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ମୋହର…
ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା…