ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ ଲାଗିପାରୁନାହିଁ।…
କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ ୪ଟାରେ…
ମାଲକାନଗିରି/ଚିତ୍ରକୋଣ୍ଡା,୧୩।୧୨(ଡି.ଏନ୍.ଏ):ପୁଣି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଫୁଟିଲା ଗୁଳି। ସିଙ୍ଗାରାମଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ରବିବାର ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି।…
ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ ଛତିଶା…
କୁଆଁରମୁଣ୍ଡା,୧୨।୧୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ବୀରମିତ୍ରପୁର-ସଲଙ୍ଗାବାହାଲ ରୋଡ୍ର ଝମନକେରା ବୁଲାଣି ନିକଟରେ ଶନିବାର ପୂର୍ବାହ୍ନରେ ଟ୍ରାକ୍ଟର-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ୍ (ନଂ.…
ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର…
ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ…
ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ…
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ…
ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍ ପିଏନ୍ଡିଟି) ସମ୍ବନ୍ଧୀୟ ଅଲ୍ଟ୍ରାସାଉଣ୍ଡ୍ର ପଞ୍ଜୀକରଣ ଏବଂ ନବୀକରଣ…