ଯାଜପୁର ଅଫିସ,୧୧ା୧୨:ରାଜ୍ୟର ୯ ଜିଲାରେ ୨୦୦୯-୧୦ରୁ ୨୦୧୯-୨୦ ବର୍ଷ ମଧ୍ୟରେ ଅନୁସୂଚିତ ଜାତି(ଏସ୍ସି) ଓ ଜନଜାତି(ଏସ୍ଟି)ଙ୍କ ୨୩୩୭.୮୧୧ ଏକର ଜମି ବିକ୍ରି ପାଇଁ ୭,୮୪୭ ସାଧାରଣ ବର୍ଗଙ୍କ…
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ଗତ ୯ ମାସ ହେବ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କେତେକ କ୍ଷେତ୍ରରେ ଅନ୍ଲାଇନରେ…
କଟକ ଅଫିସ, ୧୦।୧୨-ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ଓ ସୁଶୀଳ ଧଳସାମନ୍ତଙ୍କ କଟକ ସ୍ଥିତ ସିଡିଏ ବାସଭବନରେ ଗୁରୁବାର ପୋଲିସ ଚଢାଉ କରି ବନ୍ଧୁକ, ଗୁଳି ଓ ବିପୁଳ…
ଭୁବନେଶ୍ୱର,୧୦।୧୨(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀରରୁ ୪୪, ଖୋର୍ଦ୍ଧାରୁ ୪୧, ସୁନ୍ଦରଗଡ଼ରୁ…
ମାଲକାନଗିରି,୧୦ା୧୨(ଡି.ଏନ୍.ଏ.)-ମାଲକାନଗିରି କାଲିମେଳା ମୁଖ୍ୟରାସ୍ତା ଏମ୍ଭି-୧୬ ଗ୍ରାମ ନିକଟରେ ଗୁରୁବାର ବାଇକ୍ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।…
ନୟାଗଡ଼ ଅଫିସ, ୧୦।୧୨: ନୟାଗଡ଼ ସଦର ଥାନା ଆଇଆଇସି ରୀତାରାଶୀ ସାହୁଙ୍କୁ ସସ୍ପେଣ୍ଡ କରାଯାଇଥିବା ବେଳେ ଏସ୍ଡିପିଓ ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାନ ଡିଏସ୍ପି ଭାବେ ବଦଳି କରାଯାଇଛି।…
ଭୁବନେଶ୍ୱର,୧୦।୧୨-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି।…
ଝୁମ୍ପୁରା, ୧୦।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ବାଲିବନ୍ଧ ଫରେଷ୍ଟ, ଲକ୍ଷ୍ମୀପଶି ବିଟ ଅନ୍ତର୍ଗତ ଅଶୁକୀ ଜଙ୍ଗଲରେ ଦୁଇ ଦିନ ହେବ ମୟୂରଭଞ୍ଜ ଅଞ୍ଚଳରୁ ଚାଲି ଆସିଥିବା ୨୨ଟିକିଆ ହାତୀପଲ ରହୁଛନ୍ତି।…
ନୟାଗଡ ଅଫିସ୍, ୧୦।୧୨: ପରୀ ହତ୍ୟା ଘଟଣାରେ ଭାଜପା ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଗୁରୁବାର ନୟାଗଡ଼ର ଯଦୁପୁରରେ ପହଞ୍ଚି ମୃତକଙ୍କ ବାପାମାଙ୍କୁ ଭେଟିଲେ। ଏହାସହ ମୃତଦେହ ଉଦ୍ଧାର…
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଡିସେମ୍ବର…