ରାଜ୍ୟ

ରାଜଧାନୀରେ ବଜ୍ରକାପ୍ତା ର଼୍ୟାକେଟ, ପାର୍କରେ ଡିଲ୍‌

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜଧାନୀରେ ବଜ୍ରକାପ୍ତା କାତି ର଼୍ୟାକେଟ। ପାର୍କରେ ହେଲା ଡିଲ୍‌। ଶେଷରେ ର଼୍ୟାକେଟରେ ସମ୍ପୃକ୍ତ ଦୁଇଜଣଙ୍କୁ କ୍ରାଇବ୍ରାଞ୍ଚ ଏସ୍‌ଟିଏଫ୍‌ ଓ ଓ୍ବାଇଲ୍ଡଲାଇଫ୍‌ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ(ଡବ୍ଲ୍ୟୁସିସିବି) ଗିରଫ…

5 years ago

ୱେବ୍‌ ଚ୍ୟାନେଲ ସିଲ୍‌, ଏମ୍‌ଡିଙ୍କ ସମେତ ଦୁଇ ଗିରଫ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଜଣେ ମହିଳାଙ୍କୁ ଧମକ ଦେବା ସହ ଟଙ୍କା ମାଗିବା ଅଭିଯୋଗରେ ଏକ ୱେବ୍‌ ଚ୍ୟାନେଲର ଦୁଇ କର୍ମଚାରୀଙ୍କୁ ମଞ୍ଚେଶ୍ୱର ପୋଲିସ ଗିରଫ କରିଛି। ସେମାନେ ହେଲେ…

5 years ago

‘ମୋ ସରକାର’ରେ ୨୭ ବିଭାଗର ୨୨୫ ସେବା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ‘ମୋ ସରକାର’ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ…

5 years ago

ଜିଲା କୋଷାଗାରକୁ ଗଲା ୫ କୁଇଣ୍ଟାଲ ରୁପା

ପୁରୀ ଅଫିସ,୬।୧୦: ଶ୍ରୀମନ୍ଦିରର ସାତ ଦ୍ୱାର ରୁପା ଛାଉଣି ସରିଥିବାବେଳେ କଳାହାଟ ଦ୍ୱାରର ରୁପା ଛାଉଣି ହୋଇପାରିନାହିଁ। ଆସନ୍ତା ବର୍ଷ ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ କଳାହାଟ ଦ୍ୱାରର…

5 years ago

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟର ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ…

5 years ago

ଖୁବ୍‌ଶୀଘ୍ର ସ୍ମାର୍ଟ ପ୍ରିପେଡ୍‌ ମିଟର

ଭୁବନେଶ୍ୱର,୬।୧୦(ବ୍ୟୁରୋ): ୨୦୨୫ ମାର୍ଚ୍ଚ ସୁଦ୍ଧା ସମଗ୍ର ଦେଶରେ ବିଦ୍ୟୁତ୍‌ ଦେୟକୁ ନିୟନ୍ତ୍ରିତ କରିବା ପାଇଁ ସ୍ମାର୍ଟ ପ୍ରିପେଡ୍‌ ମିଟର ପ୍ରଚଳନ ହେବ। ରାଜ୍ୟରେ ଏହି ବ୍ୟବସ୍ଥା ୨୦୨୨…

5 years ago

ମହାଳୟାରେ ବିନ୍ଦୁସାଗର ମନା

ଭୁବନେଶ୍ୱର,୫।୧୦(ବ୍ୟୁରୋ): ବୁଧବାର ପବିତ୍ର ମହାଳୟା। ପିତୃ ପୁରୁଷଙ୍କ ଶ୍ରାଦ୍ଧ ତର୍ପଣ ପାଇଁ ବିନ୍ଦୁସାଗରରେ ଭିଡ଼ ହେବାର ସମ୍ଭାବନା ଥିବାରୁ ଏହା ଉପରେ ରୋକ ଲଗାଇଛି ବିଏମ୍‌ସି। ଭିଡ଼…

5 years ago

ଶପଥ ନେଲେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର…

5 years ago

ପ୍ରଶାନ୍ତଙ୍କୁ ମିଳିଲାନି ଆଗୁଆ ଜାମିନ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ଆଗୁଆ ଜାମିନ ଦେଲେନାହିଁ। ଏହାଛଡ଼ା ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ହାଇକୋର୍ଟ…

5 years ago

ଏଥର ବିନା ଭକ୍ତରେ ଗଡ଼ିବ ମା’ ବିରଜାଙ୍କ ରଥ, ମନ୍ଦିର ଚାରିପଟେ ଲାଗିବ ୧୪୪ ଧାରା

ଯାଜପୁର ଅଫିସ, ୫।୧୦: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହା ଉପରେ ରୋକ ଲଗାଯାଇପାରିନାହିଁ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦୁର୍ଗା…

5 years ago