ଅନୁଗୋଳ ଅଫିସ, ୨୮ା୯ ଟିକା ନେଲେ ଦେହରେ ସୃଷ୍ଟି ହେଉଛି ଆଣ୍ଟିବଡି। ମହାମାରୀ କୋଭିଡ୍ରୁ ଅନେକାଂଶରେ ମିଳୁଛି ସୁରକ୍ଷା। ସରକାର ଓ ବିଶେଷଜ୍ଞମାନଙ୍କ ଏପରି ମତକୁ ଆଧାରକରି…
ଜଳେଶ୍ୱର, ୨୮।୯(ଡି.ଏନ.ଏ.)-ଚଳିତବର୍ଷ ସୁବର୍ଣ୍ଣରେଖା ନଦୀରେ ୩ଥର ବନ୍ୟାପାଣି ଆସି ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଭୂତ କ୍ଷତି ଘଟିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଥିବା ସୁବର୍ଣ୍ଣରେଖା ନଦୀବନ୍ଧର ୩ଟି…
ବାସୁଦେବପୁର,୨୮।୯(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ହେଉଛି ସଂଗ୍ରାମର ମାଟି। ୧୯୪୨ ଭାରତଛାଡ଼ ଆନ୍ଦୋଳନ ସମୟରେ ବାସୁଦେବପୁର, ଇରମ ଓ ନଦୀଘେରଦ ଅଞ୍ଚଳର ସଂଗ୍ରାମୀମାନେ ନେତୃତ୍ୱ ନେଇଥିଲେ। ଇଂରେଜ ସରକାରଙ୍କ…
ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)। ପୋଲିସ…
କଟକ ଅଫିସ,୨୮ା୯: ଖ୍ରୀଷ୍ଟ କଲେଜ ଛାତ୍ର ମୃତ୍ୟୁ ଘଟଣାର ପୋଲିସ ସୋମବାର ପର୍ଦ୍ଧାଫାଶ କରିଛି। ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତ୍ୟୁ ଘଟଣାରେ ଜଗତପୁର ପୋଲିସ ୨ ଜଣଙ୍କୁ…
ସମ୍ବଲପୁର,୨୭ା୯(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କୁସାମୁରା ବଡମାଲ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ୩ଜଣଙ୍କ ଅକାଳ ମୃତ୍ୟୁ ଘଟିଛି। ସେମାନେ ହେଲେ…
ବାଲେଶ୍ୱର,୨୭।୯: ଡିଆର୍ଡିଓ ଦ୍ୱାରା ପରିଚାଳିତ ଚାନ୍ଦିପୁରସ୍ଥିତ ଆଇଟିଆର୍ କ୍ଷେପଣାସ୍ତ୍ର ଘାଟିରୁ ସୋମବାର ‘ଆକାଶ ପ୍ରାଇମ’ର ସଫଳ ପରୀକ୍ଷଣ ହୋଇଛି। ଆକାଶ ସିଷ୍ଟମର ଏହା ଏକ ଅପଡେଟ୍ ଭର୍ସନ।…
ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଯୁକ୍ତ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୫୪,୬୩୩ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ…
ଭୁବନେଶ୍ୱର,୨୭।୯(ବ୍ୟୁରୋ): ଓଡ଼ିଶାରେ କରୋନା ତୃତୀୟ ଲହରର ବିଶେଷ କିଛି ପ୍ରଭାବ ପଡ଼ି ନ ପାରେ। ବର୍ତ୍ତମାନ ରାଜ୍ୟରେ ଯେଉଁ ସଂକ୍ରମଣ ବଢ଼ିଛି ତାହା ସେତେ ଅଧିକ ନୁହେଁ।…
ଝୁମ୍ପୁରା/କେନ୍ଦୁଝର,୨୭।୯(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ବାଲିବନ୍ଧ ବନାଞ୍ଚଳ ଅଧୀନ ଜଙ୍ଗଲ ପାର୍ଶ୍ୱ ଗ୍ରାମ ପୁରୁଣାପାଣିରେ ସୋମବାର ଭୋରରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…