ରାଜ୍ୟ

ଷ୍ଟେଟ୍‌ବ୍ୟାଙ୍କର ୭ କର୍ମଚାରୀଙ୍କୁ କରୋନା, ମୁଖ୍ୟ କାର୍ଯ୍ୟାଳୟ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜଧାନୀସ୍ଥିତ ଏସ୍‌ବିଆଇର ମୁଖ୍ୟ କାର୍ଯ୍ୟାଳୟ ରବିବାର ସିଲ୍‌ ହୋଇଛି। ଷ୍ଟେଟ୍‌ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା ବିଏମ୍‌ସି…

5 years ago

ଧାରଣାରୁ ଉଠିଲେ ଭାଜପା ବିଧାୟକ, କହିଲେ ରାଜ୍ୟପାଳଙ୍କୁ ଭେଟିବୁ

ଭୁବନେଶ୍ୱର,୪।୪(ବ୍ୟୁରୋ): ବିଧାନସଭା ପରିସରରେ ଥିବା ଗାନ୍ଧି ମୂର୍ତ୍ତି ତଳେ ଶନିବାରଠାରୁ ଧାରଣାରେ ବସିଥିବା ଭାଜପା ବିଧାୟକମାନେ ରବିବାର ଉଠିଛନ୍ତି। ଆଜି ସକାଳେ ଭାଜପା ସହପ୍ରଭାରୀ ବିଜୟପାଲ ସିଂ…

5 years ago

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…

5 years ago

ସିଇଟି ହେବ ଅନୁବନ୍ଧିତ ମହାବିଦ୍ୟାଳୟ

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ଆଇନ-୨୦୦୨କୁ ସଂଶୋଧନ କରାଯାଇଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା ଆଗତ ଏହି ସଂଶୋଧନ ବିଲ୍‌…

5 years ago

ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର

ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ…

5 years ago

ବଢ଼ିଲା ଆଇନଜୀବୀଙ୍କ ସହାୟତା ରାଶି

ଭୁବନେଶ୍ୱର, ୪ା୪ (ବ୍ୟୁରୋ): ଭୁବନେଶ୍ୱର, ୩।୪(ବ୍ୟୁରୋ)- ଆଇନ୍‌ଜୀବୀଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଅଧିବକ୍ତା କଲ୍ୟାଣ ପାଣ୍ଠି ୧୯୮୭ର ସଂଶୋଧନ କରିଛନ୍ତି। ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ଦ୍ୱାରା…

5 years ago

ସୁରକ୍ଷା ଖୋଜୁଛି ଶାଳ ଜଙ୍ଗଲ

କେନ୍ଦୁଝର,୪।୪(ସ୍ବ.ପ୍ର.)- କେନ୍ଦୁଝର ଜିଲାରେ ଗତ ଏକ ଦଶନ୍ଧି ହେଲା ଦ୍ରୁତ ଜଙ୍ଗଲ କ୍ଷୟ ଯୋଗୁ ବ୍ୟାପକ ଶାଳ ଜଙ୍ଗଲ ନଷ୍ଟ ହୋଇଗଲାଣି। ପ୍ରାକୃତିକ ପରିବେଶରେ ଆପେ ଆପେ…

5 years ago

ନୂଆ ଷ୍ଟ୍ରେନ୍‌ର ଗତି ପ୍ରଖର, ପଡିଛି ଭାଳେଣି

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବହୁଶୀଘ୍ର ଚାରିଆଡକୁ ବ୍ୟାପିଯାଇଛି। ଦୈନିକ ପଜିଟିଭ୍‌ ସଂଖ୍ୟା ୫ଶହ ପାଖାପାଖି ପହଞ୍ଚତ୍ଥିବାବେଳେ ନୂଆ ଷ୍ଟ୍ରେନ୍‌କୁ ନେଇ ଭାଳେଣି ପଡିଛି।…

5 years ago

ପିଆଇଏଲ୍‌ ପୂର୍ବରୁ ପ୍ରତିପକ୍ଷଙ୍କୁ ସମୟ ଦିଅ

ଭୁବନେଶ୍ୱର, ୪।୪(ବ୍ୟୁରୋ):  ଦିନକୁ ଦିନ ଉଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ର ସଂଖ୍ୟା ବଢ଼ିବାରେ ଲାଗିଛି। ବିଶେଷକରି ଅନେକ କ୍ଷେତ୍ରରେ ଆବେଦନକାରୀମାନେ କୌଣସି କର୍ତ୍ତୃପକ୍ଷଙ୍କ ନିକଟରେ ଦରଖାସ୍ତ କରିବା…

5 years ago

ଲିଭୁନି ଶିମିଳିପାଳ ନିଆଁ

ବାରିପଦା ଅଫିସ,୪।୪: ଶିମିଳିପାଳରେ ଦିନରାତି ନିଆଁ ଜଳୁଛି। ସବୁଜ ସୁନ୍ଦର ଏହି ଅଭୟାରଣ୍ୟକୁ ଗ୍ରାସ କରିଚାଲିଛି ବାନାଗ୍ନି। ସରୀସୃପଠାରୁ ଆରମ୍ଭ କରି ବନ୍ୟଜନ୍ତୁମାନେ ନିଆଁ ଯୋଗୁ ବେଶ୍‌…

5 years ago