ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍ଏସ୍ଟି) ଏବଂ…
ଭୁବନେଶ୍ୱର, ୨୧।୯ (ବ୍ୟୁରୋ) - ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁନଃ ମନୋନୀତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍ଫରେନ୍ସ…
ଭୁବନେଶ୍ୱର, ୨୧ା୯(ବ୍ୟୁରୋ):ଆସନ୍ତା ଶିକ୍ଷାବର୍ଷଠାରୁ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢ଼ାଯିବ ବୋଲି ଅଲ୍ ଇଣ୍ଡିଆ କାଉନ୍ସିଲ ଫର୍ ଟେକ୍ନିକାଲ ଏଜୁକେଶନ୍ (ଏଆଇସିଟିଇ) ସବୁଜ ସଙ୍କେତ ଦେଇଛି। ଫଳରେ ଓଡ଼ିଆ…
ଭୁବନେଶ୍ୱର,୨୧ା୯ (ବ୍ୟୁରୋ):ଭୁବନେଶ୍ୱରର ମୁକୁଳା ଡ୍ରେନ୍୍ରେ ପଡ଼ି ନିଖୋଜ ହୋଇଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହ ସୋମବାର ମିଳିଛି। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ…
ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ। ଚାରିଆଡ଼େ…
ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ…
ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ…
ବାରିପଦା ଅଫିସ,୨୦ା୯: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଗାନ୍ଧୀ ପାର୍କ ନିକଟରୁ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍ଟିଏଫ୍) ଚଢ଼ାଉ କରି ୨ଫୁଟର କଲରାପତରିଆ ବାଘଛାଲ ଜବତ…
କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ…