ରାଜ୍ୟ

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ରଙ୍କୁ ତାଙ୍କ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପାଇଁ ଶନିବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ବର୍ଷ…

5 years ago

ନବ ବିବାହିତା ଝିଅକୁ ହତ୍ୟା କରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ

ଜୁନାଗଡ଼,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ବଣିଜରା ଗ୍ରାମରେ ପୋଲିସ ଶନିବାର ଜଣେ ନବ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ମୃତା ମହିଳାଙ୍କ ନାମ…

5 years ago

ଓଡ଼ିଶା ଜଣେ ବାଗ୍ମୀ ମହିଳାଙ୍କୁ ହରାଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତି୍ୟକା ମନୋରମା ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

5 years ago

ପରପାରିରେ ମନୋରମା ମହାପାତ୍ର

ଭୁବନେଶ୍ୱର,୧୮।୯: ବିଶିଷ୍ଠ ସାହିତି୍ୟକା ତଥା ‘ସମାଜ’ର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସେ ଛାତିରେ ଯନ୍ତ୍ରଣା…

5 years ago

ଶ୍ରଦ୍ଧାଳୁଙ୍କୁ ଅନନ୍ତ ବାସୁଦେବ ମନ୍ଦିର ମନା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରବିବାର ପଡୁଛି ପ୍ରବିତ୍ର ଅନନ୍ତ ଚତୁର୍ଦ୍ଦଶୀ। ଏଥିପାଇଁ ରାଜଧାନୀର ଅନନ୍ତ ବାସୁଦେବ ମନ୍ଦିରରେ ପ୍ରତିବର୍ଷ ପ୍ରବଳ ଗହଳି ପରିଲକ୍ଷିତ ହୋଇଥାଏ। ଶ୍ରଦ୍ଧାଳୁମାନେ ପୂଜା କରିବା ସହ…

5 years ago

୨୦ରୁ ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କ ଅଫ୍‌ଲାଇନ୍‌ କ୍ଲାସ: ଗାଇଡ୍‌ ଲାଇନ ଜାରି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ୟୁଜି ପ୍ରଥମ ବର୍ଷର ଛାତ୍ରୀଛାତ୍ରମାନେ ଅଫ୍‌ଲାଇନ କ୍ଲାସ କରିବେ। କରୋନା କଟକଣା ମଧ୍ୟରେ ପାଠପଢା ହେବ । ମାସ୍କ ବ୍ୟବହାର ଓ…

5 years ago

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫ୍‌ଓଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରୁ ଆଜି ପର୍ଯ୍ୟନ୍ତ ପରଦା ହଟିପାରିନାହିଁ।  ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ…

5 years ago

ତଥ୍ୟ ଲିକ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ

ବାଲେଶ୍ୱର ଅଫିସ, ୧୮।୯: ବାଲେଶ୍ୱର ଚାନ୍ଦିପୁର ଡିଆରଡିଓରେ ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ପୂର୍ବରୁ ରିମାଣ୍ଡରେ ନେବା ପାଇଁ କୋର୍ଟରେ…

5 years ago

ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୮ କୁ ବୃଦ୍ଧି ପାଇଛି। ମୃତକଙ୍କ…

5 years ago

୨୪ ଘଣ୍ଟାରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୮୩ ପିଲା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ ବର୍ଗର। ନୂଆ…

5 years ago