ରାଜ୍ୟ

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ…

5 years ago

ମୁହଁ ଖୋଲିଲେ ଗିରଫ ଅଭିଯୁକ୍ତ: ‘ବାବୁଙ୍କ ପାଇଁ ଆଣିଥିଲେ ବାଘଛାଲ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ବାଘ ଛାଲ ବେପାର। କଲରାପତରିଆ ବାଘର ଛାଲ ସହ ଅଭିଯୁକ୍ତ ଧରାପଡ଼ିବା ପରେ ଏବେ ଫିଟୁଛି ଗୁମର। ଗିରଫ ଅଭିଯୁକ୍ତଜଣଙ୍କ…

5 years ago

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ…

5 years ago

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ…

5 years ago

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ…

5 years ago

କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ…

5 years ago

ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍‌, ଧରାପଡ଼ିଲେ ଯୁବକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ବରମୁଣ୍ଡାରେ କଲରା ପତରିୟା ବାଘ ଛାଲ ବିକ୍ରି ପାଇଁ ମଙ୍ଗଳବାର ଡିଲ୍‌ ଚାଲିଥିଲା। ଏହି ସମୟରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିବା…

5 years ago

ପିଟିଶନ କମିଟିରେ ଶକ୍ତି ବିଭାଗର ଆଲୋଚନା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ପିଟିଶନ୍‌ କମିଟି ବୈଠକ ସଂଖ୍ୟା ୫୪ନଂ ପ୍ରକୋଷ୍ଠରେ ସୋମବାର ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହା କମିଟିର ପ୍ରଥମ ବୈଠକ ହୋଇଥିବା…

5 years ago

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି। ମାଈ…

5 years ago

ଲାଞ୍ଚ ନେଇ ତହସିଲଦାର ଗିରଫ

ସୋନପୁର/ତରଭା, ୧୭।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର…

5 years ago