ରାଜ୍ୟ

ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍‌ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପର ଉଦ୍‌ଘାଟନ…

5 years ago

ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍‌ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ…

5 years ago

ମହାନଦୀ ଜଳ ବିବାଦ ମାମଲା: ଡିସେମ୍ବର ୫ରେ ହେବ ଶୁଣାଣି

ଭୁବନେଶ୍ୱର,୭ା୧୧: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ହୋଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୫ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି।…

5 years ago

ଭୁବନେଶ୍ୱରରୁ ପୁଣି ୬୪ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୮୭

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ରହିଥିବା ବେଳେ ଲୋକାଲ କେସ୍‌ ରହିଛି ୪୭।…

5 years ago

ମାଟ୍ରିକ ପରୀକ୍ଷା ଫର୍ମପୂରଣ ସ୍ଥଗିତ

ଭୁବନେଶ୍ୱର, ୭।୧୧(ବ୍ୟୁରୋ) ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ…

5 years ago

ଜାତୀୟସ୍ତରରେ ୧ ନମ୍ବର ର଼୍ୟାଙ୍କରେ ଓଡ଼ିଆ ଡାକ୍ତର

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଓୟୁଏଟି ସ୍ଥିତ ଭେଟେରିନାରି କଲେଜର ସର୍ଜରି ବିଭାଗର ସହକାରୀ ପ୍ରଧ୍ୟାପକ ଡାକ୍ତର ବିଶ୍ୱଦୀପ ଜେନା ଚଳିତ ବର୍ଷର ଭାରତୀୟ କୃଷି ଅନୁସନ୍ଧାନ ଓ ଗବେଷଣା ପରିଷଦ…

5 years ago

ରାଜ୍ୟରେ ପୁଣି ୧୭ଜଣଙ୍କ ଜୀବନ ନେଲା କରୋନା: ୧୪ଶହ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ ଶନିବାରୁ ପୁଣି କରୋନାଜନିତ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି। ଶୁକ୍ରବାର କରୋନାରେ ୧୫ଜଣଙ୍କ ମୃତ୍ୟୁ…

5 years ago

ରାଜ୍ୟରେ ପୁଣି ୧୩୭୨ ପଜିଟିଭ୍‌ ଚିହ୍ନଟ: ୩ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି। କିଛି ଦିନ ହେବ କରୋନା ଗ୍ରାଫ୍‌ ତଳକୁ ଖସୁଥିବା ବେଳେ ତାହା ବି ସନ୍ତୋଷଜନକ ନୁହେଁ। ଶନିବାର ରାଜ୍ୟରେ…

5 years ago

ହସ୍ପିଟାଲରେ ଅଭିଯୁକ୍ତ, ସନ୍ଦେହରେ ପୋଲିସ ଭୂମିକା

ଭୁବନେଶ୍ୱର (ବ୍ୟୁରୋ)/ବାଲିଚନ୍ଦ୍ରପୁର, ୭।୧୧(ସ୍ବ.ପ୍ର): ଓଏଏସ୍‌ ଅଫିସର ତଥା ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଜଣେ ଜୋନାଲ ଡେପୁଟି କମିଶନର (ଜେଡ଼ିସି)ଙ୍କ ଘରେ ଆଦିବାସୀ ନାବାଳିକାକୁ ବଳାତ୍କାର ଘଟଣାରେ…

5 years ago

ମାଟ୍ରିକ ପରୀକ୍ଷା ଫର୍ମପୂରଣ ବିଜ୍ଞପ୍ତିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୦୨୧ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ନିମନ୍ତେ ଫର୍ମପୂରଣ ଓ ପରୀକ୍ଷା ଫିସ୍‌ ଦାଖଲ ସମ୍ପର୍କିତ ତାରିଖ ଘୋଷଣା କରାଯାଇଛି।…

5 years ago