ରାଜ୍ୟ

ବଢ଼ୁଛି ଭୟ: ପୁଣି ଜଣେ ମହାରଣା, ଭୋଇ ସେବକ କରୋନା ପଜିଟିଭ୍‌

ପୁରୀ ଅଫିସ,୨୨।୫: ପୁରୀରେ ଶନିବାର ପୁଣି ମହାରଣା ଓ ଜଣେ ଭୋଇ ସେବକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ରଥକାମ କରୁ ନ ଥିବା ଜିଲାପାଳ…

5 years ago

ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଓଡ଼ିଶା ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ପ୍ରଶାସନିକସ୍ତରରେ ଲଗାତର ବୈଠକ ଚାଲିଛି। ଏହିକ୍ରମରେ ଶନିବାର ଅପରାହ୍ନରେ ବାତ୍ୟା…

5 years ago

ବାତ୍ୟା ‘ୟାସ୍‌’: ୨୫ରୁ ଉପକୂଳରେ ବର୍ଷିବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।…

5 years ago

୧୯୨୯ କଲ୍‌ ସେଣ୍ଟରକୁ ଆସିଲାଣି ୫୦ହଜାରରୁ ଊର୍ଦ୍ଧ୍ୱ କଲ୍‌

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କରୋନା ସମ୍ପର୍କିତ ସଚେତନତା ତଥା ପରାମର୍ଶ ପ୍ରଦାନ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ୨୪ଘଣ୍ଟିଆ ୧୯୨୯ କଲ୍‌ ସେଣ୍ଟର…

5 years ago

ବାତ୍ୟା ପାଇଁ ଦରବୃଦ୍ଧି: ଆଳୁ ୨୦ ଟପିଲା

ବାଲିଅନ୍ତା,୨୨ା୫(ଡି.ଏନ.ଏ): ରାଜ୍ୟରେ ଲକଡାଉନ, ଶଟ୍‌ଡାଉନ ଚାଲିଥିବାବେଳେ ଏବେ ପୁଣି ସମ୍ଭାବ୍ୟ ବାତ୍ୟା ଗରିବ ଓ ମଧ୍ୟବିତଙ୍କ ପାଇଁ ଦାଉ ସାଧିଛି। ଖାଇବାତେଲ ଓ ଡାଲି ଦର ବୃଦ୍ଧି…

5 years ago

ୟାସ୍‌ ପାଇଁ ୭୪ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୨ା୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ କୁ ନଜରରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ପ୍ରାୟ ୭୪ ଟ୍ରେନ୍‌ ବାତିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବତଟ ରେଳପଥ ପରିସରରେ…

5 years ago

ଅଙ୍ଗନଓ୍ବାଡି କର୍ମୀଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇପାରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କେବଳ ଛୋଟପିଲା ଓ ଗର୍ଭବତୀ ମା’ଙ୍କ ପୋଷଣ ତଥା ସ୍ବାସ୍ଥ୍ୟରକ୍ଷା ପାଇଁ ନୁହେଁ, ବରଂ କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ…

5 years ago

ପଶ୍ଚିମ ଓଡ଼ିଶାରେ ଭିଟାମିନ୍‌ଯୁକ୍ତ ଚାଉଳ ଉତ୍ପାଦନ ପ୍ଲାଣ୍ଟ

ସମ୍ବଲପୁର,୨୨ା୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୨ଟି ସ୍ଥାନରେ ଭିଟାମିନ୍‌ଯୁକ୍ତ ଚାଉଳ ଉତ୍ପାଦନ (ଫର୍ଟିଫାଏଡ୍‌ ରାଇସ୍‌ କେର୍‌ନେଲ) ପ୍ଲାଣ୍ଟ ସ୍ଥାପନ ହେବ। ଏହା ରାଜ୍ୟରେ ପ୍ରଥମ। ଏହି ପ୍ଲାଣ୍ଟକୁ ରାଜ୍ୟ…

5 years ago

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୨୬ ଜୀବନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୬ଜଣଙ୍କ ମୃତ୍ୟୁ…

5 years ago

ଦିନେ ବଢ଼ୁଛି ଦିନେ କମୁଛି: ରାଜ୍ୟରେ ପୁଣି ୧୧,୧୦୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ଶୁକବ୍ରାର କରୋନା ମିଟର ଉପରମୁହାଁ ହୋଇଥିବା ବେଳେ ଶନିବାର ଏଥିରେ ସାମାନ୍ୟ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୧,୧୦୮ ନୂଆ କରୋନା ଆକ୍ରାନ୍ତ…

5 years ago