ରାଜ୍ୟ

ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

କେନ୍ଦୁଝର,୨୧।୫: କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ମା’ ଓ ତାଙ୍କର ୩ ବର୍ଷର ଝିଅ ଏବଂ ସମ୍ପର୍କୀୟ ଭାଉଜଙ୍କ…

5 years ago

ଝାରପଡ଼ା ଜେଲରେ ବିଧାୟକଙ୍କୁ କୋଭିଡ୍‌

ଭୁବନେଶ୍ୱର,୨୧।୫: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରି କି ତାଙ୍କ ଭାବି ସମୁଦି ତଥା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ରିପୋର୍ଟ…

5 years ago

ବାତ୍ୟା ପ୍ରଭାବ: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଶୁକ୍ରବାର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଶନିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ…

5 years ago

କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।…

5 years ago

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଉତ୍ତର ଓ ଓ ସୁନ୍ଦରବନ ମଧ୍ୟରେ ସ୍ଥଳଭାଗ ଛୁଇଁବ।…

5 years ago

ଖରାଦିନ ବାତ୍ୟା ତେଣୁ ବନ୍ୟା ଆଶଙ୍କା ନାହିଁ: ଜଳ ସମ୍ପଦ ଯନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଉତ୍ତର ଆଣ୍ଡାମାନ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ‘ୟାସ୍‌’ ଭୟଙ୍କର ହୋଇପାରେ। ଏହା ଓଡ଼ିଶା କିମ୍ବା ପଶ୍ଚିମବଙ୍ଗରେ ତାଣ୍ଡବ ରଚିବା ସମ୍ଭାବନା…

5 years ago

ସଂକ୍ରମଣ ଭୟ: ବାୟୋ ବବଲ୍‌ ସୁରକ୍ଷା ବଳୟରେ ହେବ ରଥ ନିର୍ମାଣ

ପୁରୀ ଅଫିସ,୨୧ା୫: ପୁରୀରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନା କଟକଣା ମଧ୍ୟରେ ବର୍ତ୍ତମାନ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବି ଚାଲୁ…

5 years ago

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫେରେନ୍ସିଂ ଜରିଆରେ ଏହି ବୈଠକ ଅନୁଷ୍ଠିତ…

5 years ago

ଝାରପଡ଼ା ଜେଲ୍‌ରୁ ୯୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଝାରପଡ଼ା ଜେଲ୍‌ରେ ୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜେଲ୍‌ ଷ୍ଟାଫ୍‌ ଏବଂ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୧୯୫ ଜଣଙ୍କ ନମୁନା…

5 years ago

ଦୁର୍ଦ୍ଦଶାରେ କଂସା ପିତ୍ତଳ କାରିଗର

ଖୋର୍ଦ୍ଧା ଅଫିସ,୨୧।୫: ଲକ୍‌ଡାଉନ ଓ ଶଟ୍‌ଡାଉନ ମଧ୍ୟରେ କଂସାପିତ୍ତଳ କାରିଗରଙ୍କ ଜୀବିକା ପ୍ରଭାବିତ ହୋଇଛି। ବିକ୍ରିବଟା ବନ୍ଦ ଥିବାବେଳେ କଞ୍ଚାମାଲ ଅଭାବରୁ କାମ ଧିମେଇଛି। ଫଳରେ ପରିବାର…

5 years ago