ରାଜ୍ୟ

ମୃତ୍ୟୁ ତଥ୍ୟକୁ ନେଇ ବିବାଦ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନାର ଦ୍ୱିତୀୟ ଲହର ମାରାତ୍ମକ ସାବ୍ୟସ୍ତ ହୋଇଛି। ଦେଶରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ସରକାରୀ ତଥ୍ୟ ଅନୁସାରେ ହାରାହାରି ପ୍ରାୟ ୪୦୦୦ ରହୁଛି।…

5 years ago

ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନା ମହାମାରୀ ବିପଦରେ ଘାଣ୍ଟି ହେଉଥିବା ଓଡ଼ିଶା ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ଯାଉଛି। ଆରବସାଗର ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ଦାନା…

5 years ago

ବାପାଙ୍କ ଏକାଦଶାହରେ ଚାଲିଗଲା ପୁଅ

ନିଶ୍ଚିନ୍ତକୋଇଲି,୧୮ା୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଦାଉଦପୁର ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛିି। ବାପାଙ୍କ ଏକାଦଶାହରେ ପୁଅର ମୃତ୍ୟୁ ଘଟିଛି। ସେ…

5 years ago

ଗଞ୍ଜାମ ଜିଲାପାଳଙ୍କୁ ସବୁ ପ୍ରମାଣ ଦେଲେ ସୋନୁ ସୁଦ୍‌, ପରେ ବଦଳିଲା ସ୍ବର

ବ୍ରହ୍ମପୁର ଅଫିସ୍‌,୧୮।୫: କରୋନା ସହ ଏବେ ସାରା ଦେଶ ଲଢୁଛି। ଏଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତା ପାଇଁ ଆଗେଇ ଆସିଛନ୍ତି କିଛି ସେଲିବ୍ରିଟି। ସେମାନଙ୍କ ମଧ୍ୟରେ…

5 years ago

ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା ପାଇଁ ବଢ଼ିଲା କଟକଣା: ଏଥର ବାଜାବାଲାଙ୍କୁ ମିଶାଇ ବିବାହରେ ଯୋଗଦେବେ ୨୫

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଥିବା ବେଳେ ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟା ପାଇଁ ମଧ୍ୟ କଟକଣା ବଢ଼ିଛି। ପୂର୍ବରୁ ବାହାଘରରେ…

5 years ago

ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌: ଜାଣନ୍ତୁ କମିଲା କ’ଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ିଛି। ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି…

5 years ago

୯୦ ଦିନିଆ ପାରୋଲରେ ଯିବେ ୪୪୯ କଏଦୀ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ କରୋନା ସଂକ୍ରମଣ ବ୍ୟାପୁଛି। ବହୁ ଅଧିକାରୀ ଓ କର୍ମଚାରୀ ଆକ୍ରାନ୍ତ ହୋଇଥିବାବେଳେ ୩ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ…

5 years ago

ପୋଲିସକୁ ୪୩ ହଜାର ଟଙ୍କା ଦେଲେ ୬ଷ୍ଠ ଶ୍ରେଣୀ ଛାତ୍ର

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସମୟରେ ସମ୍ମୁଖ ଯୋଦ୍ଧା ଭାବେ ଅନେକ ପୋଲିସ କର୍ମଚାରୀ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଏପରି ସ୍ଥଳେ ସେମାନଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି…

5 years ago

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ ଆରମ୍ଭ…

5 years ago

ମାଛ ବେପାର ଆଳରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ କଡ଼ା ଯାଞ୍ଚ ସତ୍ତ୍ୱେ ରାଜ୍ୟରେ ଚାଲୁଛି ନିଶା କାରବାର। କଟକଣା ଗାଇଡ୍‌ଲାଇନ୍‌ରୁ ଫାଇଦା ଉଠାଇ ମାଛ ବେପାର ନାଁରେ ମାଫିଆମାନେ ବ୍ରାଉନସୁଗାରବେପାର…

5 years ago