କେସିଙ୍ଗା/ଭବାନୀପାଟଣା, ୨୨।୨ କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ଆସିଥିବା ୩ ଜଣିଆ କେନ୍ଦ୍ରୀୟ ଟିମ୍ ରବିବାର ଦିଲ୍ଲୀ ଫେରି ଯାଇଛନ୍ତି।…
ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା…
ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ ନେଇ…
ମାଲକାନଗିରି,୨୧ା୨: ମାଓବାଦୀ ପୁଣି ପୋଲିସକୁ ଟାର୍ଗେଟ୍ କରିଛନ୍ତି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ ବିଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ମାଲକାନଗିରି ଜିଲା ଛତିଶଗଡ଼ ସୀମାନ୍ତ ମାଥିଲି ଥାନା…
ଭୁବନେଶ୍ୱର, ୨୧।୨: ଓଡ଼ିଶାରେ ରବିବାର ୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ବାଲେଶ୍ୱର ଓ ପୁରୀରୁ ୬,…
ବ୍ରହ୍ମପୁର ଅଫିସ୍,୨୧ା୨: ପୁଣି କରୋନା କାୟା ମେଲାଉ ଥିବାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି। ରବିବାର…
ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,୨୧ା୨: ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଝରିଗୁମା ପଞ୍ଚାୟତର ଡେଙ୍ଗପଦର ଗ୍ରାମର ଭୀଷ୍ମସେନ ବିଷୋୟୀଙ୍କ ଅଗଣାରେ ଏକ ବିରଳ ପ୍ରଜାପତି ଦେଖିବାକୁ ମିଳିଛି। ପ୍ରଜାପତିଟିର ଚଉଡ଼ା ପ୍ରାୟ…
କୋଡ଼ିଙ୍ଗା/ନବରଙ୍ଗପୁର,୨୧ା୨: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍ କୋଡ଼ିଙ୍ଗା-ଦୁରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ରବିବାର ଏକ ଚାଉଳ ବୋଝେଇ ଟ୍ରକ୍ ଓଲଟି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ…
ଫୁଲବାଣୀ ଅଫିସ/ତୁମୁଡିବନ୍ଧ,୨୧।୨: କନ୍ଧମାଳ ଜିଲା ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ସାଧୁଙ୍କୁ ପୋଲିସ ରବିବାର ସନ୍ଧ୍ୟାରେ ଗିରଫ…
ଭଦ୍ରକ ଅଫିସ,୨୧।୨: ଭଦ୍ରକ ସହରରେ ଖୋଲାଖୋଲି ଚାଲିଥିଲା ଦେହବେପାର। ପୋଲିସ ମୁଖ୍ୟାଳୟର ଅନତି ଦୂର ସହରାଞ୍ଚଳ ଥାନା ଡଗମୁଣ୍ଡସ୍ଥିତ ଏକ ଭଡାଘରେ ଚାଲୁଥିବା ସେକ୍ସ ରାକେଟ ଠାବ…