ରାଜ୍ୟ

ଶୈଳଶ୍ରୀବିହାର, ନୀଳାଦ୍ରିବିହାରରେ ଘରେ ଘରେ ଜ୍ୱର; ନିୟନ୍ତ୍ରଣକୁ ଆସୁନି…

ଭୁବନେଶ୍ୱର, ୧।୮ (ବ୍ୟୁରୋ): ରାଜଧାନୀରେ ତୀବ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ସହରରୁ ଦିନକୁ ୨୦ରୁ ୩୦ଜଣ ରୋଗୀ ଚିହ୍ନଟ ହେଉଥିବାବେଳେ ଶନିବାର ଗୋଟିଏ ଦିନରେ ଆଉ ୫୮ଜଣ…

5 years ago

ଆସ ଗଛ ସହ ବନ୍ଧୁ ବାନ୍ଧିବା

ପୁରୁଣା ଭୁବନେଶ୍ୱର, ୧।୮: ଅଗଷ୍ଟ ପ୍ରଥମ ରବିବାରକୁ ଅନ୍ତର୍ଜାତୀୟ ବନ୍ଧୁତା ଦିବସ ରୂପେ ପାଳନ କରାଯାଉଥିବାବେଳେ ପରିବେଶବିତ୍‌ ତଥା ଯୁବ ସାମାଜିକ କର୍ମୀ ସୁଶାନ୍ତ ସାହୁ ପତ୍ର…

5 years ago

୩ରୁ ପୁଣି ବର୍ଷା

ଭୁବନେଶ୍ୱର, ୧।୮(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଓ ପଶ୍ଚିମବଙ୍ଗ ଅତିକ୍ରମ କରି ଏବେ ଦକ୍ଷିଣ-ପଶ୍ଚିମ ବିହାର ଉପରେ ରହିଛି। ଆସନ୍ତା ୨ ଦିନରେ ଏହା…

5 years ago

ରାଜଧାନୀରେ ଟିକାକରଣ: ୧୦୦% ଦାବିକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୮ (ବ୍ୟୁରୋ): ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ଭୁବନେଶ୍ୱର ମହାନଗର ନିଗମ…

5 years ago

ଓଡ଼ିଶାକୁ ତୁରନ୍ତ ସାର ଯୋଗାଅ

ଭୁବନେଶ୍ୱର (ବ୍ୟୁରୋ)/ନୂଆଦିଲ୍ଲୀ,୧।୮: ରାଜ୍ୟରେ ସାର ଅଭାବକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କୁ ଚିଠି ଲେଖିଛନ୍ତି। ଏପ୍ରିଲ…

5 years ago

ଆଉ ୬୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣ କମିଥିଲେ ହେଁ ମୃତକଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନାରେ ପ୍ରାଣ…

5 years ago

ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୬୦୫…

5 years ago

ଢାବା ମାଲିକାଣୀଙ୍କୁ ଗୁଳି କରି ହତ୍ୟା

ନୂଆପଡ଼ା ଅଫିସ, ୩୧।୭: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଡୁଆଝର ଗାଁରେ ଗୁଳିକାଣ୍ଡ ଘଟିଛି। ଶନିବାର ରାତିରେ ବିଭୀଷଣ ମେହେରଙ୍କ ଢାବାରେ ତାଙ୍କର ସ୍ତ୍ରୀ ବାସନ୍ତୀ ମେହେର(୪୭)ଙ୍କ…

5 years ago

ଜଳଖିଆ ପାଇଁ ଯାଇଥିଲେ ୨ ଭଉଣୀ, ଫେରିବା ବେଳେ କୂଅରେ ଖସିପଡ଼ିଲେ

କାମାକ୍ଷାନଗର,୩୧।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା କହ୍ନେଇପାଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ କୂଅରେ ପଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ…

5 years ago

କଲେଜ ଛାତ୍ରୀଙ୍କୁ ବଳାତ୍କାର

ରେଢ଼ାଖୋଲ,୩୧ା୭(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଚାରମାଳ ପୋଲିସ ଏକ ମାମଲା (ନଂ.୧୦୦/୨୧)…

5 years ago