ରାଜ୍ୟ

ଓଡ଼ିଶାରେ ୨ ନକଲି ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ୱର, ୭।୧୦(ବ୍ୟୁରୋ)- ୟୁଜିସି ପକ୍ଷରୁ ବୁଧବାର ନକଲି ବିଶ୍ୱବିଦ୍ୟାଳୟର ତାଲିକା ପ୍ରକାଶ ପାଇଛି। ସମଗ୍ର ଦେଶରେ ସରକାରଙ୍କୁ ଭୂଆଁ ବୁଲାଇ ୨୪ଟି ‘ଆତ୍ମଘୋଷିତ’ ଓ ‘ଅଣସ୍ବୀକୃତ’ ବିଶ୍ୱବିଦ୍ୟାଳୟ…

5 years ago

ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ

ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ…

5 years ago

ରାଜଧାନୀରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି।…

5 years ago

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୭।୧୦(ବ୍ୟୁରୋ)- ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଟାଙ୍କି ବିସ୍ଫୋରଣ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତୁରନ୍ତ ଏହି ଘଟଣାର ତଦନ୍ତ…

5 years ago

ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା: ଆହତଙ୍କ ପାଇଁ ମାଗଣା ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ବର୍ତ୍ତମାନ ନିଆଁ ଲିଭାଇବା ଏବଂ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଏହି ଘଟଣାରେ…

5 years ago

ରାଜଧାନୀରେ ଭୟଙ୍କର ବିସ୍ଫୋରଣ : ପେଟ୍ରୋଲ ପମ୍ପରେ ଲାଗିଲା ନିଆଁ

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର…

5 years ago

ବର୍ଷା-ଅନୁଭବ ଛାଡ଼ପତ୍ର ମାମଲା: ଡିସେମ୍ବର ୧୦ରେ ହାଜର ହେବାକୁ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

କଟକ ଅଫିସ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ବର୍ଷାଙ୍କୁ…

5 years ago

ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍‌ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ…

5 years ago

ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

5 years ago

ଆଜି ରାଜ୍ୟରେ ପୁଣି ୨୯୯୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ଜଣ ଲୋକାଲ କେସ୍‌ ଥିବା ରାଜ୍ୟ…

5 years ago