ରାଜ୍ୟ

ଆଜିଠୁ ଖୋଲିଲା ନନ୍ଦନକାନନ, କରୋନା କଟକଣା ମାନିବାକୁ ପର୍ଯ୍ୟଟକ ବାଧ୍ୟ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଦୀର୍ଘ ୬ରୁ ୭ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ରବିବାର ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ନନ୍ଦନକାନନ ପରିସରରେ କରୋନା କଟକଣା ପାଳନ…

5 years ago

ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଭେଟେରାନ ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ…

5 years ago

ଆଜି ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୦ ଟପିଲା

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

5 years ago

CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା…

5 years ago

କରୋନା କବଳରେ ରାଜ୍ୟର ବ୍ୟାଙ୍କ କର୍ମଚାରୀ: ୩୦୬୬ ସଂକ୍ରମିତ, ୧୪ ଜଣଙ୍କ ଜୀବନ ଗଲାଣି

ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମହାମାରୀ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ରାଜ୍ୟରେ ବର୍ତ୍ତମାନ ୩୭ରୁ ଊର୍ଦ୍ଧ୍ୱ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଜୀବନକୁ ବିପଦରେ ପକାଇ…

5 years ago

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା।…

5 years ago

ପ୍ରଦୀପ ମହାରଥୀ ଗୁରୁତର: ପରିବାର ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବ୍ୟୁରୋ)-ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟ ଗୁରୁତର ହୋଇପଡିଛି। ସେ ଗତ କିଛିଦିନ ହେବ ସମ୍‌ ଅଲଟିମେଟ ମେଡିକେୟାରରେ ଚିକିିତ୍ସିତ ହେଉଛନ୍ତି।…

5 years ago

ବାଇକ୍‌ ଉପରେ ଚଢିଗଲା ଟ୍ରକ: ଚାଲିଗଲା ୨ ଜଣଙ୍କ ଜୀବନ

କେନ୍ଦୁଝର, ୩ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ବାଇକ୍‌ ଉପରେ ଏକ ୧୨ ଚକିଆ ଟ୍ରକ ଚଢିଯିବାରୁ ୨…

5 years ago

ଅନ୍‌ଲାଇନ୍‌ ଗେମ୍‌ କାଳ ହେଲା: ତାଗିଦ କରିବାରୁ ନାବାଳକଙ୍କ ଆତ୍ମହତ୍ୟା

ଯୋଡ଼ା ୩।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଅନଲାଇନ ଖେଳ ପାଇଁ ବାପାମା’ ତାଗିଦ୍‌ କରିଥିଲେ। ଏଥିରେ ନାବାଳକ ରାଗିଯାଇ ଶୁକ୍ରବାର…

5 years ago

ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ…

5 years ago