ରାଜ୍ୟ

ଜର୍ମାନୀର ଜିଆଇ୍‌ଜେଡ ପ୍ରତିଷ୍ଠାନ, ଓଡିଶା ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ରାଜ୍ୟର ସହରାଞ୍ଚଳ ବିକାଶରେ ହେବ ସହାୟକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସହରାଞ୍ଚଳ ବିକାଶକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ, ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଜର୍ମାନୀର ଜିଆଇଜେଡ…

5 years ago

ଡିଜାଇନର କଲେକ୍ସନ’ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ଓଡ଼ିଶାର ବାନ୍ଧକଳା କେବଳ ରାଜ୍ୟରେ ନୁହେଁ, ସମଗ୍ର ଭାରତ ବର୍ଷରେ ସୁଖ୍ୟାତି ଲାଭ କରିଛି। ଭାରତ ବାହାରେ ମଧ୍ୟ ଓଡ଼ିଶା ବାନ୍ଧକଳା ଆଦୃତି ଲାଭ କରିଛି।…

5 years ago

ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍‌ରେ ଆଇଏନ୍‌ଆଇଏଫ୍‌ଡିର କମାଲ୍‌

ଭୁବନେଶ୍ୱର,୨୫।।୬(ବ୍ୟୁରୋ): ପ୍ରତିଷ୍ଠା ହେବାର ମାତ୍ର ଏକବର୍ଷ ମଧ୍ୟରେ ଲାକ୍‌ମୀ ଇଣ୍ଡିଆ ଫ୍ୟାଶନ ଓ୍ବିକ୍‌ ଏବଂ ନ୍ୟୁୟର୍କ ଫ୍ୟାଶନ ଓ୍ବିକ୍‌ ଭଳି ଗୁରୁତ୍ୱପୂର୍ଣ୍ଣ ଫ୍ୟାଶନ ଇଭେଣ୍ଟରେ ଅଂଶଗ୍ରହଣ କରି…

5 years ago

ଅଣସରରେ ହୁଅନ୍ତି ନୂଆ ଦଇତାପତି

ପୁରୀ ଅଫିସ, ୨୫।୬: ଦଇତାପତି। ଶ୍ରୀମନ୍ଦିରର ସେବକ। ବର୍ଷର ବିଭିନ୍ନ ସମୟରେ ମହାପ୍ରଭୁଙ୍କ ସେବା ଥିଲେ ମଧ୍ୟ ଏମାନଙ୍କ ମୁଖ୍ୟସେବା ଜ୍ୟେଷ୍ଠ ଶୁକ୍ଳ ତ୍ରୟୋଦଶୀରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ…

5 years ago

ରଥ ରଙ୍ଗକାମ ଆରମ୍ଭ

ପୁରୀ ଅଫିସ,୨୫।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ରଥଖଳାରେ ପ୍ରଥମ ପର୍ଯ୍ୟାୟ ଭୂଇଁ ଖଞ୍ଜା ସରିବା ପରେ ରଥରେ ଛ’କାଠ ଉଠିଥିଲା। ଏବେ ଦ୍ୱିତୀୟ ଭୂଇଁ…

5 years ago

ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ ଉଦ୍‌ଯାପିତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହେଉଥିବା ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଡ୍ୟାନ୍ସ ଫେଷ୍ଟିଭାଲ୍‌-୨୦୧୯ (ଆଇଆଇଡିଏଫ୍‌) ସୋମବାର ଉଦ୍‌ଯାପିତ ହୋଇଯାଇଛି। ତିନିଦିନ ଧରି ଚାଲିଥିବା ଏହାର ଉଦ୍‌ଯାପନୀ ଦିବସର ପ୍ରାରମ୍ଭରେ…

5 years ago

ଖଣ୍ଡଗିରିରୁ ଇନୋଭା ଲୁଟ ଘଟଣା ଯଦୁପୁରରୁ ଗାଡି ଜବତ, ୨ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଗତ ସପ୍ତାହରେ ଖଣ୍ଡଗିରି ଅଞ୍ଚଳରୁ ଲୁଟ୍‌ ହୋଇଥିବା ଏକ ଇନୋଭା ଗାଡ଼ିକୁ ସ୍ପେଶାଲ ସ୍କ୍ବାଡ ପୋଲିସ ଯଦୁପୁରରୁ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୨…

5 years ago

ନରସିଂହ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କଂଗ୍ରେସ ନିକଟରେ ଶେଷ ହୋଇଥିବା ନିର୍ବାଚନରେ ମାତ୍ର ୯ଟି ଆସନ ପାଇଁ ତୃତୀୟ ସ୍ଥାନକୁ ଖସିଯାଇଛି। ତେବେ ଦଳ ପକ୍ଷରୁ କାହାରିକୁ ବିଧାୟକ ଦଳ…

5 years ago

ଆସନ୍ତା ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କିଛିଦିନ ହେବ ବନ୍ଦ ରହିଥିଲା। ଏହାସହ ଜିଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ…

5 years ago

ଫନୀ ପ୍ରଭାବିତ ୫ ଜିଲାର ହିତାଧିକାରୀ ପାଇବେ ଅତିରିକ୍ତ ଭତ୍ତା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳ ପାଇଁ ସରକାରଙ୍କ ନୂଆ ଘୋଷଣା। ଫନୀ ଦ୍ୱାରା ବିଶେଷ ପ୍ରଭାବିତ ହୋଇଥିବା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ…

5 years ago