ରାଜ୍ୟ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ୱର,୨୮ା୯:  ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌…

5 years ago

କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ

ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍‌ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ…

5 years ago

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ତଦନ୍ତକୁ ନେଇ ଅସନ୍ତୋଷ, ଚିନ୍ମୟୀଙ୍କୁ ଜେରା

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ୩ମାସ ବିତିଲାଣି। ଏହାସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାର ୨ମାସ ମଧ୍ୟ ହୋଇଗଲାଣି। ଇତି ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ କେବଳ…

5 years ago

୫ରେ ଜେଇଇ ଆଡ଼ଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଜେଇଇ ଆଡ଼ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି।…

5 years ago

ଫେରିଯିବ ମୌସୁମୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର ଉତ୍ତର ଭାରତର ରାଜସ୍ଥାନଠାରୁ ଅପସାରଣ ଆରମ୍ଭ କରିବ। ଅକ୍ଟୋବର ପ୍ରଥମ ସପ୍ତାହର ଶେଷ ଭାଗରେ ମୌସୁମୀ ଓଡ଼ିଶାରୁ ବିଦାୟ ନେବ। ରାଜ୍ୟରେ…

5 years ago

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ…

5 years ago

ବ୍ୟୋମକେଶଙ୍କୁ ଯୁବ ସଭାପତି, ଦେବୀରଞ୍ଜନଙ୍କୁ ଛାତ୍ର ସଭାପତି ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ)-ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର…

5 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ: କଟକ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ…

5 years ago

ତାପଙ୍ଗରୁ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ଖୋର୍ଦ୍ଧା ଅଫିସ,୨୭ା୯- ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ରବିବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ ଚଢାଉ କରି ୨୬୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ…

5 years ago

ପୁରୀ, କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର, ୨୭ା୯ (ବ୍ୟୁରୋ)- ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହୋଇଛି। ରବିବାର ବିଶ୍ୱ ପର୍ଯ୍ୟଟନ ଦିବସରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍ବତନ୍ତ୍ର ଉପହାର ସ୍ବରୂପ…

5 years ago