ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ…
ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର…
ଉମରକୋଟ, ୧୬।୭(ସ୍ବ.ପ୍ର.): ମୁମ୍ବାଇର ଜଣେ ମଡେଲଙ୍କ ଫଟୋକୁ ନଗ୍ନ ରୂପ ଦେଇ ଟଙ୍କା ମାଗିବା ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରାଯାଇଛି।…
କୋକସରା୧୬।୭: କଳାହାଣ୍ଡି ଜିଲା କୋକସରା ଓମ୍ଫେଡ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ମରାମତି ବେଳେ ଶୁକ୍ରବାର ଗ୍ୟାସ ଲିକ୍ ହୋଇଛି। ଏଥିରେ ୩ ମେକାନିକ ଗୁରୁତର ହୋଇଛନ୍ତି। ଖବର…
ରୂପ୍ସା/ବସ୍ତା,୧୬।୭: ବାଲେଶ୍ୱର ଜିଲା ଓ ବସ୍ତା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଶୁକ୍ରବାର ସିଂଲା ଥାନା ସମ୍ମୁଖ ବଜାରରୁ ଏକ ନକଲି ବିଦେଶୀ ମଦ…
ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅଧୀନ ଲାଞ୍ଜିପଲ୍ଲୀ ଶ୍ରୀକୃଷ୍ଣନଗର ପଞ୍ଚମ ଲାଇନ୍ ନୂଅଁାବନ୍ଧ ହୁଡାରେ ଥିବା ତ୍ରିନାଥ ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ଗୁରୁବାର ବିଳମ୍ବିତ…
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ ତଳେ…
ମାଲକାନଗିରି,୧୬ା୭(ଡି.ଏନ୍.ଏ.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦନ୍ତେଓ୍ବାଡା ଜିଲାରେ ପୁଣି ଏନ୍କାଉଣ୍ଟର ହୋଇଛି । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ…
ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି…
ଭୁବନେଶ୍ୱର,୧୬/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର…