ବରଗଡ଼ ଅଫିସ୍,୩୧।୧: କୋଭିଡ୍ ପରିଚାଳନାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସକୁ ପ୍ରଶଂସା କରିଛି । ରବିବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଜାତୀୟ ମହିଳା କମିଶନର…
ଭୁବନେଶ୍ୱର,୩୧ା୧- ଓଡ଼ିଶାରେ ରବିବାର ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ କରୋନାରୁ ମୁକ୍ତ ହୋଇଥିବା ରାଜ୍ୟରେ ରୋଗୀଙ୍କ ସଂଖ୍ୟା ୩,୩୨,୧୦୩ରେ ପହଞ୍ଚିଛି। ସମ୍ବଲପୁରରୁ…
ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି ଗୋଟିଏ…
ମାଲକାନଗିରି,୩୧ା୧: ଦୀର୍ଘଦିନ ପରେ ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ମାଡ଼କାପଦର ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ…
ଗୋପାଳପୁର,୩୧ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁ ଗଣ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର…
ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି କାମରେ…
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୪…
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଭୁବନେଶ୍ୱର, ୩୧।୧(ବ୍ୟୁରୋ): ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବିଭିନ୍ନ ଯୋଜନାରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଆରମ୍ଭରୁ ବନ ବିଭାଗର ବଡ଼ବାବୁମାନେ ନାନା ବାହାବା…
ଗୋପ, ୩୧।୧(ଡି.ଏନ୍.ଏ.): ପୁରୀ ଜିଲା ଅନ୍ତର୍ଗତ ଗୋପ-ବାଲିଘାଇ ରାସ୍ତାର ଗୋପ ବଜାର ନିକଟ କୁଶଭଦ୍ରା ପୋଲ ଉପରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ…