ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗୁରୁବାର ଗାଇଡଲାଇନ୍ ଜାରି କରାଯାଇଛି। ଆଗକୁ ଆସୁଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀପୂଜା…
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗକୁ ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ। ଉପାଧ୍ୟକ୍ଷ ପଦ ପାଇଁ ଜେଡିୟୁ ପକ୍ଷରୁ ହରିବଂଶ ନାରାୟଣ ସିଂହଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ତାଙ୍କୁ ସମର୍ଥନ କରିବାକୁ…
ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…
ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୬୭୬ଜଣ ଲୋକାଲ କେସ୍ ଥିବା ରାଜ୍ୟ…
ଭୁବନେଶ୍ୱର,୧୦ା୯(ବ୍ୟୁରୋ): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ଡିଏଲ ଓ ଏଲଏଲ ପାଇଁ ବନ୍ଦ ହୋଇଯାଇଥିବା ଡ୍ରାଇଭିଂ ଟେଷ୍ଟ ପୁଣିଥରେ ଆରମ୍ଭ ହେବ। ଆସନ୍ତା ଦୁଇରୁ ୩…
ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଓଡ଼ିଶା ଜନ୍ମିତ ବିଶିଷ୍ଟ ସିନେମାଟୋଗ୍ରାଫର ଗାଗାରିନ ମିଶ୍ରଙ୍କ ବୁଧବାର ପରଲୋକ ଘଟିଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୬୭…
ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ…
ବାରଙ୍ଗ,୯ା୯(ଡି.ଏନ୍.ଏ.): କରୋନା ସମୟରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୪୨ନଂ ଏନକ୍ଲୋଜରରେ ରହୁଥିବା ଗୟଳ ବୁଧବାର ସକାଳେ ଗୋଟିଏ ଶାବକ ଜନ୍ମ ଦେଇଛି। ମାଆ ଓ ଛୁଆ ଉଭୟ…
ଭୁବନେଶ୍ୱର,୯ା୯(ବ୍ୟୁରୋ)-ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନରେ କୋଭିଡ୍…
ଭୁବନେଶ୍ୱର,୯ା୯(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…