ବ୍ରହ୍ମପୁର,୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅନ୍ୟମାନେ ହେଲେ…
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହେଉଛି। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର…
ବ୍ରହ୍ମପୁର,୨୨।୧୦: ପୀତବାସ ହତ୍ୟାକାଣ୍ଡ ମାମଲାରେ ପୋଲିସ ବିଳମ୍ବିତ ରାତିରେ ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଅଟକ ରଖିବା ଘଟଣାକୁ ନେଇ ବ୍ରହ୍ମପୁରରେ ଉତ୍ତେଜନା ଦେଖାଦେଇଛି। ବିକ୍ରମ ପଣ୍ଡାଙ୍କୁ…
ଭୁବନେଶ୍ୱର, ୨୨।୧୦(ସୁନିତ୍ ମିଶ୍ର): ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ନେଇ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ସାମାଜିକ ଗଣମାଧ୍ୟମରେ ଅତ୍ୟନ୍ତ ଅଭଦ୍ର, ଅଶାଳୀନ ଓ ଶସ୍ତା ମନ୍ତବ୍ୟ…
ଭୁବନେଶ୍ୱର,୨୨।୧୦(ସୁନିତ୍ ମିଶ୍ର): ନୂଆପଡ଼ା ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ଥିବା ୨ଟି ଅଭିଯୋଗର ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ…
ନୂଆପଡ଼ା, ୨୨।୧୦ (ମକାରୁ ବେମାଲ ) : ନୂଆପଡ଼ା ଭାଜପା ଜିଲା କାର୍ଯ୍ୟାଳୟରେ ମଙ୍ଗଳବାର ଦଳ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର…
ଗଞ୍ଜାମ,୨୨।୧୦: ସମ୍ବେଦନଶୀଳ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୋଲିସ୍କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ୍ ଘଟଣାରେ ବ୍ୟବହୃତ ହୋଇଥିବା ଅସ୍ତ୍ରକୁ ପୁରୀ ସମୁଦ୍ର ବେଳାଭୂମିର…
ଭୁବନେଶ୍ୱର/ ନୂଆପଡ଼ା, ୨୨।୧୦ (ରବିନାରାୟଣ ଜେନା/ ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ତାହାକୁ ନେଇ ସେତିକି ରାଜନୈତିକ ଉଷ୍ମତା ବଢୁଛି। ୨୦…
ଗଞ୍ଜାମ, ୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାର ତଦନ୍ତ କରୁଥିବା ପୋଲିସ୍ ବ୍ରହ୍ମପୁରର ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଟକ ରଖିଛି।…
ଭୁବନେଶ୍ୱର,୨୧।୧୦(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ସକାଳ ୮ଟା ୩୦ରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ…