ରାଜ୍ୟ

ବ୍ୟବସାୟୀଙ୍କଠୁ ଲୁଟିନେଲେ ୪ଲକ୍ଷ

ଝରିଗାଁ, ୧୮।୧: ଖଣ୍ଡାରେ ଆକ୍ରମଣ କରି ଜଣେ ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ୪ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ନବରଙ୍ଗପୁର ଡାକ୍ତରଖାନା ଓ ପରେ ବିଶାଖାପାଟଣା…

5 years ago

ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧: ଓଡ଼ିଶାରେ ସୋମବାର ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥସହ କରୋନାରୁ ଆରୋଗ୍ୟ ଲାଭ କରିଥିବା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୨୯,୮୦୧ରେ ପହଞ୍ଚିଛି।…

5 years ago

ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଯୁବତୀଙ୍କୁ ଗଣବଳାତ୍କାର: ପୋଲିସ ହାତରେ ଲାଗିଲା ସିସିଟିଭି ଫୁଟେଜ୍‌

ସୋନପୁର,୧୮।୧: ସୁବର୍ଣ୍ଣପୁର ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର କ୍ୟାମ୍ପସ୍‌ରେ ଜଣେ ଯୁବତୀଙ୍କୁ ସୋମବାର ଗଣବଳାତ୍କାର କରାଯାଇଛି। ପୂର୍ବାହ୍ନରେ ଏହି ଘଟଣା ଘଟିଛି। ସ୍ପଷ୍ଟ ଦିବାଲୋକରେ ୨ଜଣ ଏହି…

5 years ago

୪ମାସ ପରେ ସାମ୍ନାକୁ ଆସିଲା ବଳାତ୍କାର ଘଟଣା

ଟିଟିଲାଗଡ଼,୧୮।୧: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପଖଣ୍ଡ ସରକାରୀ ଡାକ୍ତରଖାନାରେ ଜଣେ ଦଳିତ ଭିନ୍ନକ୍ଷମ ନାବାଳିକା ବଳାତ୍କାରର ଶିକାର ହୋଇଛନ୍ତି। ବଳାତ୍କାରର ପ୍ରାୟ ୪ମାସ ପରେ ନାବାଳିକା ଅନ୍ତସତ୍ତ୍ୱା…

5 years ago

୨ ଥର ଡିଏଲ୍‌ ରଦ୍ଦ ହେଲେ ଚଲାଇପାରିବେନି ଗାଡ଼ି

ଭଞ୍ଜନଗର,୧୮।୧: କରୋନା ମହାମାରୀ ସମୟରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଥିଲେ ବି ଭଞ୍ଜନଗର ଉପଖଣ୍ଡରେ ଦୁର୍ଘଟଣା ଜନିତ ମୃତ୍ୟୁହାର ବଢ଼ିବାରେ ଲାଗିଛି। ୨୦୨୦ରେ ଉପଖଣ୍ଡରେ ୭୭ଟି…

5 years ago

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ୭ ସୁସ୍ଥ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨…

5 years ago

ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୧୮।୧: ବର୍ଷ ଆରମ୍ଭରୁ ପୁଣି ଚିତ୍ରକୋଣ୍ଡା ପୋଲିସକୁ ଆଉ ଏକ ସଫଳତା ମିଳିଛି। ରବିବାର ବିଳମ୍ବିତ ରାତିରେ ଚିତ୍ରକୋଣ୍ଡା ପୋଲିସ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା…

5 years ago

ସୁନ୍ଦରଗଡ଼ରେ ପୁଣି ଅସୁସ୍ଥ ହେଲେ ଆଉଜଣେ ସୁରକ୍ଷା କର୍ମୀ

ସୁନ୍ଦରଗଡ,୧୮।୧: କୋଭିଡ ଟିକା ନେଇ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡ଼ାକ୍ତରଖାନାର ୨ଜଣ ପୁରୁଷ ଏବଂ ଜଣେ ମହିଳା ସୁରକ୍ଷା କର୍ମୀ ଅସୁସ୍ଥ ହୋଇପଡିଛନ୍ତି। ସେମାନେ ହେଲେ ଦୁବରାଜ…

5 years ago

୧୬ ନଂ ଜାତୀୟ ରାଜପଥରେ ଲାଗିବ ସିସିଟିଭି: ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ଅମାନିଆଙ୍କୁ ଜଗିବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଖୋର୍ଦ୍ଧା ରାମେଶ୍ୱରଠାରୁ ପାଣିକୋଇଲି ପର୍ଯ୍ୟନ୍ତ ୧୬ ନଂ ଜାତୀୟ ରାଜପଥରେ ଅତ୍ୟାଧୁନିକ ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା ହେବ। ଏହି ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା ଲାଗିବ।…

5 years ago

ଆଜି ରାଜ୍ୟରୁ ୧୩୪ ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

5 years ago