ରାଜ୍ୟ

ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍‌ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ ବହୁ…

5 years ago

ପିକ୍‌ନିକ୍‌ କରିବାକୁ ଯାଇଥିଲେ ୩ ସାଙ୍ଗ: ଶହେ ଫୁଟ୍‌ ତଳକୁ ଖସିଲା କାର

ଜୟପୁର,୧୭ା୧: ୩ଜଣ ସାଙ୍ଗ ଏକ କାର ନେଇ କୋରାପୁଟ ଜିଲା ଲମତାପୁଟ ଅଞ୍ଚଳକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଫେରିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। କାରଟି ଭାରସାମ୍ୟ…

5 years ago

୪ ଦିନରେ ବ୍ୟାଙ୍କ ଲୁଟ ମାମଲା ପର୍ଦ୍ଦାଫାଶ, ୩ ଗିରଫ

କୁଆଁରମୁଣ୍ଡା,୧୭।୧: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି ଘଟଣାର ୪ ଦିନ ପରେ ପୋଲିସ ୩…

5 years ago

ରାଜ୍ୟରେ ସୁସ୍ଥ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ରବିବାର ୨୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ କରୋନାରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩,୨୯,୫୪୬ରେ। ସୁନ୍ଦରଗଡ଼ରୁ ସର୍ବାଧିକ ୩୯, ଅନୁଗୁଳରୁ…

5 years ago

ପିକ୍‌ନିକ୍‌ ହେଲା କାଳ: ଶଙ୍ଖନଦୀରେ ବୁଡ଼ି ଯୁବକ ମୃତ

ବେଦବ୍ୟାସ,୧୭।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଶଙ୍ଖନଦୀର ଭାଲୁପତ୍ରାଘାଟରେ ରବିବାର ଅପରାହ୍ନରେ ପାଣିରେ ବୁଡ଼ି ତ୍ରିଲୋଚନ ମହାକୁଡ଼ (୨୩)ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ…

5 years ago

ନକଲି ସର୍ଫ ବିକ୍ରି ଘଟଣା: ଗୋଦାମ ସିଲ୍‌, ମାଲିକଙ୍କୁ କୋର୍ଟ ଚାଲାଣ

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳ ରେଳ ଫାଟକ ନିକଟ ଓ ଅଇଁଠାପାଲି ଥାନା ନୂଆଁପଡ଼ାସ୍ଥିତ ଗୋଦାମରେ ପୋଲିସ ଚଢାଉ କରିଥିଲା। ଅସଲି ବ୍ରାଣ୍ଡରେ ନକଲି…

5 years ago

ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ

ପାରଳାଖେମୁଣ୍ଡି,୧୭ା୧: ଗଜପତି ଜିଲା ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜ ବନ କର୍ମଚାରୀ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଏକ ଅଟୋରେ ଚାଲାଣ ହେଉଥିବା ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ…

5 years ago

ସ୍ତ୍ରୀଙ୍କ ଆଗରେ ଚାଲିଗଲା ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ୍‌,୧୭।୧: ବରଗଡ଼-ସୋହେଲା ରାସ୍ତା ପଥର୍ଲା ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ଏକ ଟ୍ରାକ୍ଟର ଧକ୍କା ଦେବାରୁ ସ୍ତ୍ରୀଙ୍କ ଆଗରେ…

5 years ago

ଗିରଫ ହେଲେ ଆର୍‌ଡି ସହକାରୀ ଯନ୍ତ୍ରୀ

ଉମରକୋଟ,୧୭।୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗର ସହକାରୀ ଯନ୍ତ୍ରୀ ଅସିତ…

5 years ago

ଆଜି ରାଜଧାନୀରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୮

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରବିବାର ରାଜଧାନୀରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି।…

5 years ago