ରାଜ୍ୟ

ସିଏମ୍‌ସି ଅଞ୍ଚଳରୁ ଆଉ ୩୦୨ ଚିହ୍ନଟ

କଟକ ଅଫିସ, ୨୭।୮: କଟକ ଜିଲାରେ ଲଗାତାର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର କଟକ ମହାନଗର ନିଗମ ଅଞ୍ଚଳରୁ ୩୦୨…

5 years ago

ରିୟାଙ୍କ ଭୁବନେଶ୍ୱର ଡ୍ରଗ୍ସ ଲିଙ୍କ୍‌ ନେଇ ସ୍ପଷ୍ଟ ହୋଇନି: ଡିଜିପି

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ଏହି ମାମଲାରେ ସିବିଆଇ ସୁଶାନ୍ତଙ୍କ ବାନ୍ଧବି ରିୟା…

5 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୫୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୬୫,୩୨୩ ଜଣ ଆରୋଗ୍ୟ ଲାଭକରି ଘରକୁ ଫେରିଛନ୍ତି।…

5 years ago

ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ…

5 years ago

ଶ୍ରୀମନ୍ଦିର କବାଟ ହେବ ରୂପା ଛାଉଣୀ

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର କବାଟ ରୂପା ଛାଉଣୀ ହେବ। ଏଥିପାଇଁ ଦାତା ରୂପା ଦେଇଥିବା ସୂଚନା ମିଳିଛି। ଶ୍ରୀମନ୍ଦିରର କଳାହାଟ ଦ୍ୱାର, ବେହରଣ ଦ୍ୱାର ଓ ଜୟବିଜୟ…

5 years ago

ସରିଲା ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୭।୮: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନ୍‌ସିକ୍‌ ଲ୍ୟାବ୍‌ରେ ଗୁରୁବାର ଏହି ଟେଷ୍ଟ ସରିଛି। ପ୍ରାୟ…

5 years ago

ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨…

5 years ago

CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍‌ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ…

5 years ago

ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁରୁବାର ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ଏନ୍‌ଇଇଟି ଓ…

5 years ago

ଲଣ୍ଡନରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସ୍ତାବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ସଂଯୁକ୍ତରାଷ୍ଟ୍ରର ରାଜଧାନୀ ଲଣ୍ଡନଠାରେ ଏକ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ। ଏହା ଲଣ୍ଡନ, ୟୁରୋପର ଜଗନ୍ନାଥ ଧାମ ରୂପେ ପରିଚୟ ପାଇବ। ଏନେଇ…

5 years ago