ରାଜ୍ୟ

ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ

କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ରେ ମାମଲା…

5 years ago

ଲଗାଣ ବର୍ଷାରେ ୫ ମୃତ

ଭୁବନେଶ୍ୱର, ୨୨।୮(ବ୍ୟୁରୋ): ଲଘୁଚାପ ଓ ମୌସୁମୀଜନିତ ବର୍ଷାରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି। କାନ୍ଥ ପଡ଼ି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅଧୀନ ଘୁଙ୍ଗୁଟିପାଲ୍ଲୀ ଗ୍ରାମର…

5 years ago

ଓଡ଼ିଶା ଚାଷୀଙ୍କୁ ପର୍ଯ୍ୟାପ୍ତ ୟୁରିଆ ସାର ଯୋଗାଇବାକୁ କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୮: ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ଶୁକ୍ରବାର କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ…

5 years ago

ଓଡ଼ିଶାରେ ସାଇବର ଠକେଇର ଲଣ୍ଡନ ଲିଙ୍କ୍‌

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ଏବେ ବଡ଼ ବଡ଼ ସାଇବର ଠକେଇ ଘଟଣା ଘଟୁଛି। ସାଇବର ଠକମାନେ ବାହାର ରାଜ୍ୟ ଓ ଦେଶରେ ରହି ଅଭିନବ ଉପାୟରେ ଓଡ଼ିଶାର ଲୋକଙ୍କୁ…

5 years ago

୧୫ ଏକର ଫସଲ ଦଳିଦେଲେ

ଖମାର, ୨୨ା୮ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାରରେ ଥମୁନି ହାତୀ ଉପଦ୍ରବ। ବାରମ୍ବାର ଗଁା ନିକଟକୁ ଆସି ଧନ ଜୀବନ ନଷ୍ଟ କରୁଥିବାବେଳେ ଶୁକ୍ରବାର ପୁଣି…

5 years ago

ରାଜ୍ୟରେ ଖସିଛି, ଜାତୀୟସ୍ତରରେ ଉଠିଛି

ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ ଜାତୀୟସ୍ତରରେ…

5 years ago

ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮ ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି…

5 years ago

ନୂଆଖାଇ ପାଇଁ ରାଉରକେଲାରେ ଶଟ୍‌ଡାଉନ୍‌ କଟକଣା କୋହଳ ହେବ

ଭୁବନେଶ୍ୱର,୨୧ା୮(ବ୍ୟୁରୋ)-ଆସନ୍ତା ୨୩ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଳିତ ହେବ। ଏହା ରବିବାର ପଡୁଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲା ମହାନଗର ନିଗମରେ ଅଗଷ୍ଟ…

5 years ago

ରାଜ୍ୟରେ ସୁସ୍ଥ ହେଲେ ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୧୯୦, ନୟାଗଡରୁ ୧୫୧, ରାୟଗଡାରୁ…

5 years ago

କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ…

5 years ago