ଭୁବନେଶ୍ୱର, ୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହତ୍ୟା ଧମକ ମିଳିଛି। ଦୁଇଦିନ ପୂର୍ବରୁ ନବୀନ ନିବାସକୁ ଏ ନେଇ ଏକ ହାତଲେଖା ବେନାମୀ ଧମକପୂର୍ଣ୍ଣ ଚିଠି ଆସିଛି।…
ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ…
ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ…
ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ।…
ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (ଆର୍ଏସ୍ପି) ଗ୍ୟାସ୍ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍ଏସ୍ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି କାରଖାନା…
ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ, ବଳଦ,…
ଭୁବନେଶ୍ୱର,୭।୧- ରାଜ୍ୟରେ ଗୁରୁବାର ୨୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୯୦ରେ ପହଞ୍ଚିଛି। ବଲାଙ୍ଗୀର…
ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି ପ୍ରଥମେ…
ଚିତ୍ରଡ଼ା,୭ା୧: ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାସ୍ତାର ଗୁଞ୍ଜୁସାହି ଛକ ନିକଟରେ ଗୁରୁବାର ୪ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ…
ଛତ୍ରପୁର,୭।୧(ଡି.ଏନ୍.ଏ.)- ଡ୍ରଗ ଲାଇସେନ୍ସ କରାଇ ଦେବାକୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥୀ ୨ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି ।…