ରାଜ୍ୟ

ଇତିହାସମୁଖୀ ଐତିହ୍ୟ ପ୍ରାଣୀ

ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ପୃଥିବୀର ବୃହତ୍ତମ ସ୍ଥଳଚର ପ୍ରାଣୀ ହେଉଛି ହାତୀ। ଏହି ଜୀବ ସହ ଭଗବାନ ଗଣେଶଙ୍କ ମୁଖମଣ୍ଡଳର ସାମଞ୍ଜସ୍ୟ ରହିଥିବା କାରଣରୁ ଏହାକୁ ଦେଖିଲେ…

5 years ago

୧୫ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍‌ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇ ରହିଛି।…

5 years ago

ଆଜି ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ବୁଧବାର ମଧ୍ୟାହ୍ନ ୧୨.୩୦ ମିନିଟରେ ପ୍ରକାଶ ପାଇବ। ଏନେଇ ମନ୍ତ୍ରୀ ସମୀର…

5 years ago

କ୍ୟାବିନେଟ୍‌ ବୈଠକ ଆଜି

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ୫ଟା ୩୦ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସରେ ହେବାକୁ ଥିବା…

5 years ago

୨୯୬ ଛୁଇଁଲା କରୋନା ମୃତ୍ୟୁ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୧୦ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ଜୀବନ ଯାଇଥିବା…

5 years ago

ନୂଆଁଖାଇ ପାଇଁ ସମ୍ବଲପୁରରେ ହଟିଲା ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା: ୩ ଦିନ ପାଇଁ ନିୟମ ବାତିଲ

ସମ୍ବଲପୁର,୧୧।୮(ବ୍ୟୁରୋ): ବଦଳିଲା ଶଟ୍‌ଡାଉନ୍‌ ନିୟମ। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଏବଂ ଅଗଷ୍ଟ ୨୩ ନୂଆଁଖାଇରେ ଶଟ୍‌ଡାଉନ୍‌ ହେବନାହିଁ ସମ୍ବଲପୁର। ଏହାକୁ ନେଇ ୩ ଦିନ ଅଗଷ୍ଟ…

5 years ago

ରାଜ୍ୟରେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୭୮୫ କରୋନା ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବଧିକ ୪୦୪ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬,…

5 years ago

ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ…

5 years ago

ବେହେରାସାହି ପରେ ଏବେ ଚିନ୍ତା ବଢ଼ାଇଲା ଜାଲୁଆ ସାହି: ଆଜି ଚିହ୍ନଟ ହେଲେ…

କଟକ ଅଫିସ,୧୧।୮: କଟକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…

5 years ago

ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ ଟୁଇଟ୍‌କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି…

5 years ago