ରାଜ୍ୟ

ସ୍ବାଧୀନତା ଦିବସ ପାଇଁ ରାଜଧାନୀରେ ସୁରକ୍ଷା କଡାକଡି

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ଓ ପରେଡ…

5 years ago

ରାଜଧାନୀରୁ ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୨୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୪୭ ମଧ୍ୟରୁ ୧୪୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୯୯ ଲୋକାଲ କଣ୍ଟାକ୍ଟ କେସ୍‌…

5 years ago

ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..

ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୧୪ଜଣ…

5 years ago

ଆଜି ଆଉ ୧୦ ଜୀବନ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

5 years ago

CORONAVIRUS UPDATE: ରାଜ୍ୟରେ ୫୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୯୭୭

ଭୁବନେଶ୍ୱର,୧୪ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୧୯୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୪,୬୩୦ରେ ପହଞ୍ଚିଥିବା ରାଜ୍ୟ ସୂଚନା…

5 years ago

ପର୍ଯ୍ୟଟକଙ୍କୁ ଆକୃଷ୍ଟ ପାଇଁ ଓଟିଡିସିର ନୂଆ ଭିଡିଓ

ଭୁବନେଶ୍ୱର(ବ୍ୟୁରୋ),୧୪ା୮: କରୋନା ସଂକଟରେ ଫସିଥିବା ରାଜ୍ୟ ପର୍ଯ୍ୟଟନ ଶିଳ୍ପକୁ ପୁଣିଥରେ କ୍ରିୟାଶୀଳ କରିବାକୁ ଓଡ଼ିଶା ପର୍ଯ୍ୟଟନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଦୀର୍ଘ ୬ ମାସ…

5 years ago

କଟକ ଷ୍ଟେଶନରେ ଶହେ ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା

କଟକ ଅଫିସ,୧୪ା୮: କଟକ ରେଳଷ୍ଟେଶନ ନିକଟରେ ଗୁରୁବାର ଶହେ ଫୁଟ ଉଚ୍ଚରେ ଜାତୀୟ ପତାକା ଉଡ଼ିଛି। ହାଇକୋର୍ଟ ପରେ ରେଳଷ୍ଟେଶନଠାରେ ପ୍ରଥମ ଥର ପାଇଁ ଏହି ଉଚ୍ଚତମ…

5 years ago

ଓୟୁଏଟି ଓ ଆଇଆଇଟି ଦିଲ୍ଲୀ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): କୃଷି ଓ ଆନୁସଙ୍ଗିକ କ୍ଷେତ୍ରରେ ଶିକ୍ଷା ଓ ଗବେଷଣାକୁ ସୁଦୃଢ଼ କରିବା ନିମନ୍ତେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ଏବଂ ଆଇଆଇଟି ଦିଲ୍ଲୀ ମଧ୍ୟରେ…

5 years ago

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ…

5 years ago

ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ…

5 years ago