ରାଜ୍ୟ

୭୫ତମ ସ୍ବାଧୀନତା ଦିବସ ପୂର୍ତ୍ତି ପାଳନ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, ୯।୩(ବ୍ୟୁରୋ): ସମୟ ସହ ତାଳ ଦେଇ ଯୁବଗୋଷ୍ଠୀ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ପୂର୍ବପୁରୁଷଙ୍କ ବିଷୟରେ ଜାଣିବା ଆବଶ୍ୟକ। ଏହିସବୁ ଘଟଣାବଳୀକୁ ବହୁଳ ଭାବେ ପ୍ରଚାର…

5 years ago

‘୨୧ ବର୍ଷରେ ମା, ଭଉଣୀଙ୍କୁ ସୁରକ୍ଷା ଦେବାରେ ବିଜେଡି ବିଫଳ’

ଭୁବନେଶ୍ୱର,୯।୩(ବ୍ୟୁରୋ): ଗତ ୨୧ବର୍ଷ ଶାସନ କାଳରେ ରାଜ୍ୟରେ କେତେଜଣ ମହିଳାଙ୍କ କୋଳ ଖାଲି ହୋଇଛି ଏବଂ କେତେ ନାବାଳିକା ବଳାତ୍କାର ଓ ହତ୍ୟାର ଶିକାର ହୋଇଛନ୍ତି। ଦାଦନ…

5 years ago

‘ମା’ମାନଙ୍କଠାରେ ନେତୃତ୍ୱର ଚମକ ରହିଛି’

ଭୁବନେଶ୍ୱର, ୯।୩ (ବ୍ୟୁରୋ): ମା’ ମାନେ ହେଉଛନ୍ତି ଜନ୍ମରୁ ନେତା। ଯିଏ ଘର ଓ ପିଲାଙ୍କ ଦାୟିତ୍ୱ ଠିକ୍‌ ଭାବେ ନେଇପାରୁଛି, ଦେଶ ଓ ସମାଜର ଦାୟିତ୍ୱ…

5 years ago

କହୁଛନ୍ତି ନିୟନ୍ତ୍ରଣ ନାହିଁ, ଅଟକିଛି କେମିତି?

ଭୁବନେଶ୍ୱର/ନୂଆଦିଲ୍ଲୀ, ୯।୩(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଲୋକଙ୍କ ପକେଟ ଖାଲି କରିବାରେ ଲାଗିଛି। ଅନେକ ରାଜ୍ୟରେ ପୋଟ୍ରୋଲ ଲିଟର ପିଛା ୧୦୦ ଟଙ୍କାରେ ବିକ୍ରି…

5 years ago

ଯୁକ୍ତ୨ ଫର୍ମ ପୂରଣ ଅବଧି ବୃଦ୍ଧି

ଭୁବନେଶ୍ୱର, ୯।୩(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫର୍ମ ପୂରଣର ଶେଷ ତାରିଖ ମାର୍ଚ୍ଚ ୩ ଥିବାବେଳେ ଅନେକ ଛାତ୍ରୀଛାତ୍ର…

5 years ago

‘ବିଶ୍ୱ ଆନ୍ଦୋଳନରେ ପରିଣତ ହେବ ମିଶନ ଶକ୍ତି’

ଭୁବନେଶ୍ୱର, ୯।୩(ବ୍ୟୁରୋ): ମିଶନ ଶକ୍ତି ଏକ ବଡ଼ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଗଁା ଅର୍ଥନୀତିକୁ ଚଳ ଚଞ୍ଚଳ କରିପାରିଛି। ମିଶନ ଶକ୍ତି…

5 years ago

ଉଚ୍ଛେଦ ନେଇ ଅସନ୍ତୁଷ୍ଟ ଉଠାଦୋକାନୀ

ବଇଣ୍ଡା,୯ା୩(ଡି.ଏନ୍‌.ଏ.) - ରାଜପଥ ସମ୍ପ୍ରସାରଣ ପାଇଁ ୩ ବର୍ଷ ତଳେ ବଜାରରୁ ୫ ଶହ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା। ସେମାନଙ୍କୁ ଥଇଥାନ କି କ୍ଷତିକପୂରଣ ଦିଆଯାଇ…

5 years ago

ଚାଷ ଜମିରୁ ବ୍ୟାପିଛି ନିଆଁ

ସମ୍ବଲପୁର,୯ା୩(ବ୍ୟୁରୋ): ସମଗ୍ର ରାଜ୍ୟରେ ଜଙ୍ଗଲ ଅସୁରକ୍ଷିତ। ନିଆଁ ଆଁରେ ପୋଡ଼ି ପାଉଁଶ ହେଉଛି ମୂଲ୍ୟବାନ ବୃକ୍ଷଲତା। ବିପଦରେ ବନ୍ୟପ୍ରାଣୀଙ୍କ ଜୀବନ। ସମ୍ବଲପୁର ବନଖଣ୍ଡ ମଧ୍ୟ ଏଥିରୁ ବାଦ୍‌…

5 years ago

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ ଯୁବକ…

5 years ago

ପୋଲିସ ଭୟରେ ପଳାଉଥିବା ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବରଗଡ଼ ଅଫିସ୍‌,୮।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଜୁଆ ଆଡ୍ଡାରେ ଚଢ଼ାଉ ବେଳେ ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ…

5 years ago