ରାଜ୍ୟ

ଆଜି ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୪୦କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍‌ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

5 years ago

CORONAVIRUS UPDATE: ଆଜି ୩୦ ଜିଲାରୁ ଚିହ୍ନଟ ହେଲେ ୧,୩୭୬ ଆକ୍ରାନ୍ତ; ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ…

5 years ago

କରୋନା ମୃତକଙ୍କ ପାଇଁ ନିୟମାବଳୀ: ଶବ ସଂସ୍କାର ବେଳେ ଉପସ୍ଥିତ ରହିପାରିବେ ସମ୍ପର୍କୀୟ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍‌-୧୯ ଆକ୍ରାନ୍ତ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ମୃତଦେହ ବହୁ ସମୟ ଧରି ପଡିରହୁଛି।…

5 years ago

ଅନାବୃଷ୍ଟି ଦାଉ ସାଧିଲାଣି: ମୁଣ୍ଡରେ ହାତଦେଲେଣି ଚାଷୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): କରୋନା ମହାମାରୀ ଅସ୍ତବ୍ୟସ୍ତ କରୁଥିବା ବେଳେ ରାଜ୍ୟରେ ଅନାବୃଷ୍ଟି ଚାଷ ପାଇଁ ଘାତକ ହେଲାଣି। ଜୁଲାଇ ଶେଷ ହେବାକୁ ବସିଥିବା ବେଳେ ରାଜ୍ୟର ଅଧା ଜିଲାରେ…

5 years ago

ରେଭେନ୍‌ଶା କ୍ୟାମ୍ପସରେ କରୋନା

କଟକ ଅଫିସ,୨୬।୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଜଗନ୍ନାଥ ଛାତ୍ରାବାସରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ପୁଅ ଶନିବାର କରୋନା ଆକ୍ରାନ୍ତ ହୋଇଛନ୍ତି। ଯୁବକ ଜଣଙ୍କ ହାୱଡା ମୋର୍ଟସଠାରେ ଥିବା ଏକ…

5 years ago

ଅଯୋଧ୍ୟାରେ ରାମମନ୍ଦିର ପାଇଁ ଭୂମି ପୂଜା : କୋଣାର୍କରୁ ଗଲା ଜଳ, ମାଟି

କୋଣାର୍କ,୨୬।୭(ଡି.ଏନ.ଏ.) : ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ। ଏହାର ଭୂମି ପୂଜା ପାଇଁ କୋଣାର୍କରୁ ପବିତ୍ର ତୀର୍ଥ ଜଳ ଓ ମାଟି ସଂଗ୍ରହ…

5 years ago

ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା: ମାଟିତଳୁ ମିଳିଲା ମୃତଦେହ

ବ୍ରହ୍ମଗିରି,୨୬।୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର…

5 years ago

ବମିଖାଲ ଓଭରବ୍ରିଜରେ ଝୁଲୁଛି ବିପଦ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ଅଧିକାରୀଙ୍କ ଅବହେଳା ପାଇଁ ନିର୍ମାଣ ସମୟରେ ବମିଖାଲ ଓଭରବ୍ରିଜ୍‌ ୨ ଜୀବନ ନେଇଥିଲା। ଜଣେ ଶିଶୁ ସମେତ ୧୧ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏବେ ଦାୟିତ୍ୱରେ…

5 years ago

ଆଉ ୫ ସହରରେ ଓଜେଇଇ ପରୀକ୍ଷା କେନ୍ଦ୍ର: ଆବେଦନ ଦାଖଲ ତାରିଖ ୩୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କର୍ତ୍ତୃପକ୍ଷ ଆଉ ୫ଟି ସହରରେ ଅନ୍‌ଲାଇନ୍‌ ପରୀକ୍ଷା କେନ୍ଦ୍ର ବୃଦ୍ଧି କରିଛନ୍ତି।…

5 years ago

ଖୁଚୁରା ବଜାରରେ କରୋନା ପ୍ରହାର: ବ୍ୟବସାୟିକ କ୍ଷତି ୩ ହଜାର କୋଟି

ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍‌-୧୯ ଏବଂ ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ରିଟେଲ ବିଜ୍‌ନେସ୍‌ ବା ଖୁଚୁରା ବ୍ୟବସାୟ ବିଶେଷମାତ୍ରାରେ ପ୍ରଭାବିତ ହୋଇଛି। ଏହି ସମୟ ମଧ୍ୟରେ ପ୍ରାୟ ୩ହଜାର କୋଟି…

5 years ago