ରାଜ୍ୟ

ଆଜି ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଅପରାହ୍ନ ସାଢ଼େ ୧୧ଟାରୁ ବୋର୍ଡର ୨ଟି ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏହି ୱେବ୍‌ସାଇଟ୍‌ ହେଲା…

5 years ago

ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ

ବନ୍ତ,୨୯।୭(ଡି.ଏନ୍‌.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍‌ କ୍ଲବର ସଭ୍ୟମାନେ ମିଳିତ…

5 years ago

ଦବିଲା ଇଂରେଜ ଅମଳର ପୋଲ

ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ…

5 years ago

କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି…

5 years ago

କ୍ରିକେଟ୍‌ ମ୍ୟାଚ୍‌ ଉଦ୍‌ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ

ହିଞ୍ଜିଳିକାଟୁ,୨୯।୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ…

5 years ago

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ…

5 years ago

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ…

5 years ago

ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ…

5 years ago

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା…

5 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୭ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୮ ହଜାର ଟପିଲା

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୩୦୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡ଼ରୁ ୩୫,…

5 years ago