ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ପୁଣି ୬୪୭ ନୂଆ କରୋନା ପଜିଟିଭ୍ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଥିବା ରାଜ୍ୟ…
ଛତ୍ରପୁର, ୨୧।୭(ଡି.ଏନ୍.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ…
ଭୁବନେଶ୍ୱର,୨୧।୭(ବ୍ୟୁରୋ): କରୋନା ପାଇଁ ଆବଶ୍ୟକ ହୋଇପଡିଥିବା ଲକ୍ଡାଉନ ଏବଂ ସାମାଜିକ ଦୂରତା ନିୟମକୁ ବିଚାର କରି ରାଜ୍ୟ ସରକାର ୨୦୧୮ ଓଡିଶା ସିଭିଲ ସର୍ଭିସ ପରୀକ୍ଷାରେ ଚୟନ…
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।…
ଭୁବନେଶ୍ୱର,୨୧।୭ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଦୁର୍ନୀତି ନିବାରଣ ବିଭାଗ ଭିଜିଲାନ୍ସର ବିଶ୍ୱସନୀୟତା ଓ ନିରପେକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆରସି)। ଭିଜିଲାନ୍ସ…
ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟର ୧୨ ଜଳଭଣ୍ଡାରରେ ଭାସମାନ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରାଯିିବ। ସମସ୍ତ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏଥିରୁ ପ୍ରାୟ ୫୦୦ ମେଗାଓ୍ବାଟ୍ ଶକ୍ତି ଉତ୍ପାଦନ କରାଯାଇପାରିବ।…
ଭୁବନେଶ୍ୱର,୨୧।୭(ବ୍ୟୁରୋ): ବଲିଉଡ୍ରୁ ପରିବା ବିକ୍ରେତା। କରୋନା ଲୋକଙ୍କ ଜୀବନ ନେବା ସହ ଜୀବିକା ମଧ୍ୟ ବଦଳାଇ ଦେଇଛି। ପରିବାରର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି…
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶରେ ଇ-ବାଣିଜ୍ୟ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାହକମାନେ ଅନ୍ଲାଇନ ଜରିଆରେ ମଗାଉଥିବା ସାମଗ୍ରୀ ଖରାପ ପଡ଼ିଲେ ସେହି ସଂସ୍ଥାଗୁଡ଼ିକ ବିରୋଧରେ ପୂର୍ବରୁ ଅଭିଯୋଗ…
ଭୁବନେଶ୍ୱର,୨୧।୭(ବ୍ୟୁରୋ): ଅବସରପ୍ରାପ୍ତ ବରିଷ୍ଠ ଆଇଏଏସ୍ ଅଫିସର ପ୍ରିୟବ୍ରତ ପଟ୍ଟନାୟକଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଛି। ଲିଭର୍ କ୍ୟାନ୍ସରରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସାଧୀନ ଅବସ୍ଥାରେ ୬୭ ବୟସରେ…
ବିଜୟ ମହାନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ସ୍ପର୍ଦ୍ଧିତ ଉଚ୍ଚାରଣ। ପିଲାଠୁ ବୟସ୍କଙ୍କ ଯାଏ ତାଙ୍କୁ ଟେଲିଭିଜନ୍ରୁ ବଡ଼ ପରଦା ଯେଉଁଥିରେ ଦେଖିଲେ ଚିହିଁକି ଉଠିଥାଆନ୍ତି ଓ…